୨୦୨୪ ନିର୍ବାଚନ ଓଡ଼ିଶାରେ ଫୁଲ୍ ଦମରେ ଲଢ଼ିବ ବିଜେପି : ଅନୁରାଗ ଠାକୁର
ଭୁବନେଶ୍ୱର: ଏଥର ଓଡ଼ିଶାରେ ଫୁଲ ଦମରେ ଲଢିବ ବିଜେପି । ଭଲ ଫଳ ମଧ୍ୟ କରିବ । ଦଳୀୟ କର୍ମକର୍ତ୍ତାଙ୍କ ଦମରେ ଲଢିବ ବିଜେପି । ଓଡ଼ିଶାରେ ମୋଦିଙ୍କ ଲୋକପ୍ରିୟତା ବଢୁଛି । ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତିକି … Read More