କଂଗ୍ରେସରୁ ପ୍ରାର୍ଥୀ ହେବେ ନାହିଁ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ
ଭୁବନେଶ୍ୱର:ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ଆଗାମୀ ନିର୍ବାଚନ ଲଢିବେ । କିନ୍ତୁ କଂଗ୍ରେସରୁ ନୁହେଁ । ପ୍ରାୟ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଧାୟକ ସୁର ରାଉତରାୟ ୭ ମାସ ପୂର୍ବରୁ ରାଜନୀତିରୁ ସନ୍ୟାସ ନେବେ ବୋଲି … Read More