ମହେଶ୍ୱର ଓ ଶୁଭାଶିଷ ଗୋଷ୍ଠି ମୁହାଁମୁହିଁ

ପୁରୀ : ବିଜୁ ଜନତା ଦଳ ପକ୍ଷରୁ ଏକ କର୍ମୀ ସମ୍ମିଳନୀ ଚାଲିଥିବା ବେଳେ ବିଜୁ ଜନତା ଦଳର ଦୁଇ ଗୋଷ୍ଟିର ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ମିଳୁଥିବା ସୂଚନା ଅନୁଯାୟୀ, ପୁରୀ ପୈାରସଂସ୍ଥା ଅନ୍ତର୍ଗତ … Read More

ବିଜେଡିରୁ ବିଦା ହେଲେ ଜିଲ୍ଲା ପରିଷଦ ସଭ୍ୟ ବିପିନ ପ୍ରଧାନ

ବ୍ରହ୍ମପୁର:  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଜିଲ୍ଲା ପରିଷଦ ସଭ୍ୟ ବିପିନ ଚନ୍ଦ୍ର ପ୍ରଧାନଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦଳୀୟ ବିଶୃଙ୍ଖଳା ସୃଷ୍ଟି କରୁଥିବା  ତଥା ଦଳ ବିରୋଧୀ କାମ କରୁଥିବା ଅଭିଯୋରେ ତାଙ୍କୁ ବହିଷ୍କାର କରାଯାଇଛି । … Read More

ପ୍ରଫୁଲ୍ଲ ବାବୁ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି: ଗୌତମ ରାୟ

ଭୁବନେଶ୍ୱର: ଆଜି ବି ପ୍ରଫୁଲ୍ଲ ବାବୁ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି। କିଛି ଦିନ ତଳେ ସେ ନିଜେ ଏହି କଥା ପ୍ରକାଶ କରିଛନ୍ତି ଯେ ସୁଯୋଗ ମିଳିଲେ ହିଁ ଚିନ୍ତା କରିବେ। ତେଣୁ ଏହା … Read More

୨୧ରେ ବାଚସ୍ପତି ନିର୍ବାଚନ, ୨୨ରୁ ଆରମ୍ଭ ହେବ ବିଧାନସଭା

ଭୁବନେଶ୍ଵର: ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ଯାଏଁ ଚାଲିବ ଏହି ଅଧିବେଶନ । ଏଥର ଅଧିବେସନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । … Read More

ଭୁବନେଶ୍ୱରରେ ଅମିତ ଶାହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଁଚିଲେ ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶାହ ପାଖାପାଖି ରାତି 12ଟା ସମୟରେ ବିମାନ ବନ୍ଦରରେ ଭାରତୀୟ ବାୟୁସେନାର ବିମାନ ଯୋଗେ ଆସି ଅବତରଣ କରିଛନ୍ତି। ସ୍ବାଗତ କରିବାକୁ ଭୁବନେଶ୍ବର ସାଂସଦ … Read More

ନୂଆ ଟିମ ଘୋଷଣା କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କର ନୂଆ ଟିମ ଘୋଷଣା କରିଛନ୍ତି | ଆଜି ବିଜେପି ରାଜ୍ୟ ପଦାଧିକାରୀ ଓ ମୋର୍ଚ୍ଚା ସଭାପତିଙ୍କ ନାମ ଘୋଷଣା କରାଯାଇଛି | ବିଜେପି ରାଜ୍ୟ ସଭାପତି ୩୫ ଜଣିଆ ତାଲିକା ଜାରି … Read More

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ … Read More

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ ପୁଣିଥରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍

କିଛିଦିନର ନିରବତା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଆଜି ପ୍ରଦେଶ କଂଗ୍ରେସ ପୁଣିଥରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । ରତ୍ନଭଣ୍ଡାରର ନକଲି ଚାବି ହଜିବାର ତଦନ୍ତ ପାଇଁ ଟିମ୍ ଗଠନ କରିଥିବା ରାଜ୍ୟ ସରକାର ଅସଲି ଚାବି … Read More

ରାଜ୍ୟ ସରକାର ସବୁଜ ପତ୍ରିକାଧାରୀଙ୍କ ପ୍ରତି ପ୍ରତାରଣା କରିଛନ୍ତି: ମନମୋହନ

ଭୁବନେଶ୍ୱର: ଦେଶର ଜନସଂଖ୍ୟା ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ ୧୯୮୩ ମସିହାରେ ତତ୍କାଳୀନ କେନ୍ଦ୍ର ସରକାର ‘ଆମେ ଦୁଇ, ଆମର ଦୁଇ’ର ନାରା ଦେଇ ‘ସବୁଜ ପତ୍ରିକା’ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନାକୁ ସଫଳ କରିବା ଏବଂ ଅସ୍ତ୍ରୋପଚାର ହେଉଥିବା … Read More

ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ … Read More