ଦଳ ବିରୋଧୀ ମନ୍ତବ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ଚିରଞ୍ଜୀବଙ୍କ ସମର୍ଥକ

ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପିସିସି ସାଧାରଣ ସମ୍ପାଦକ ନାରାୟଣ ଜେନା। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ କଂଗ୍ରେସ ତାଙ୍କୁ ବହିଷ୍କାର କରିଛି। ଆଜି ଶୃଙ୍ଖଳା କମିଟିର ବୈଠକ ବସିଥିଲା। ଏହି ବୈଠକର ଅଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ନାରାୟଣ … Read More

ଟିଟୋ ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି, ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ଭାବେ ଗ୍ଯାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନିଯୁକ୍ତି ପରେ ବିବାଦ ଉପୁଜିଛି । ବାପୁ ପରିଡ଼ା ନାଁ କିଏ ଦେଲା ? ତାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ପାରାଦୀପ ବିଧାୟକ … Read More

ସଂସଦ ଅଧିବେଶନ ପୂର୍ବରୁ ଦଳୀୟ ସାଂସଦଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର: ନବୀନଙ୍କ ଟାର୍ଗେଟରେ ଓଡ଼ିଶାର ବିଜେପି ସାଂସଦ ଓ ମନ୍ତ୍ରୀ। ସଂସଦ ଅଧିବେଶନ ପୂର୍ବରୁ ଦଳୀୟ ସାଂସଦଙ୍କୁ ବିଜେଡି ସୁପ୍ରିମୋ ଗୁରୁମନ୍ତ୍ର ଦେବା ସହ ବିଜେପି ସାଂସଦ ଓ ମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । ନବୀନ କହିଛନ୍ତି ଦିଲ୍ଲୀ ଷଡ଼୍‌ଯନ୍ତ୍ରକାରୀଙ୍କୁ ଦିଆଯିବ … Read More

ବିଜେଡି ସରକାରରେ ଓଡିଶାର ସାମାଜିକ ଓ ଅର୍ଥନୈତିକ କରୁଣ ସ୍ଥିତି ଜାରୀ ରହିବା ଅତ୍ୟନ୍ତ ଲଜ୍ଜାଜନକ : ସତ୍ୟବ୍ରତ ପଣ୍ଡା

ଭୁବନେଶ୍ୱର : ପ୍ରଚାର, ପ୍ରସାର, ଷ୍ଟିକର୍ ଓ ଫଳକ ଜରିଆରେ ‘ଯୋଜନା’ର ସଫଳତା ହୁଏ ନାହିଁ । ଏଥି ପାଇଁ ଲୋକମାନଙ୍କ ପାଖକୁ ଯାଇ ଯୋଜନାର ସୁଫଳକୁ ପହଂଚାଇବାର ଆବଶ୍ୟକତା ରହିଛି । ଦୀର୍ଘ ୨୩ ବର୍ଷର ନିରୁଙ୍କଶ ଶାସନ କ୍ଷମତା … Read More

ବିଜେପି-ବିଜେଡି ଗୋଟେ: ନରସିଂହ

ଭୁବନେଶ୍ୱର: ବିଜେଡି-ବିଜେପିକୁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ କଟାକ୍ଷ । ବିଜେଡି ସମଦୂରତା କଥା କହୁଛି,କାର୍ଯ୍ୟରେ ବିଜେପି ସହ ଅଛି । ବିଜେପି ଓଡିଶାରେ ୫ଟି ସଚିବଙ୍କ ବିରୋଧରେ କହୁଛି । କେନ୍ଦ୍ରରେ ବିଜେପି ସରକାର ଚାହିଁଲେ କେନ୍ଦ୍ରକୁ ଡାକି … Read More

ନିଲମ୍ବନ ପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ

ଭୁବନେଶ୍ବର:  ନିଲମ୍ବନ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ। ସେ କହିଛନ୍ତି ୨  ଦିନ ତଳେ ମୁଁ ନିଲମ୍ବନ ନୋଟିସ ପାଇଲି।  ଦଳ ବିରୋଧୀ ପାଇଁ ମୋତେ ନିଲମ୍ବନ କରାଯାଇଛି। ମୁଁ କଂଗ୍ରେସ ପରିବାରର ଲୋକ। … Read More

ଆସନ୍ତାକାଲି ବିଜେଡିର ସଂସଦୀୟ ବୈଠକ

ସଂସଦରେ କ’ଣ ରହିବ ବିଜେଡିର ଆଭିମୁଖ୍ୟ । ଆସନ୍ତାକାଲି ବିଜେଡିର ସଂସଦୀୟ ବୈଠକରେ ହେବ ନିଷ୍ପତ୍ତି । ନବୀନ ନିବାସରେ କାଲି ସଂଧ୍ୟାରେ ବସିବ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ସଂସଦ ଅଧିବେଶନରେ … Read More

କଂଗ୍ରେସରୁ ସସପେଣ୍ଡ ପରେ ମୁହଁ ଖୋଲିଲେ ବିଧାୟକ ମହମ୍ମଦ ମୋକିମ୍‌

ଭୁବନେଶ୍ବର: ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ବିରୋଧରେ ସ୍ବର ଉଠିଛି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳଙ୍କୁ ଶନିବାର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ନିଲମ୍ବନ ପରେ ପିସିସି ବିରୋଧରେ ଦଳର ନେତା … Read More

ଜଗତସିଂହପୁରରେ ଶରତଙ୍କ କୁଶପୁତ୍ତଳିକା ଦାହ

ଜଗତସିଂହପୁର: ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳ ନିଲମ୍ବିତ କରିଛି । ଶନିବାର ଦଳ ଉଭୟ ନେତାଙ୍କୁ କଂଗ୍ରେସରୁ ନିଲମ୍ବିତ କରିଥିବା ବେଳେ ରବିବାର କାର୍ଯ୍ୟାନୁଷ୍ଠାନକୁ ବିରୋଧ … Read More

ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ରହିଛି ଅପରାଧିକ ମାମଲା, ବିଜେଡିରେ ସର୍ବାଧିକ: ଏଡିଆର୍

ଭୁବନେଶ୍ୱର: ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ଅପରାଧିକ ମାମଲା ରହିଛି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ୍ସ (ADR) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ, ଓଡ଼ିଶାର ୧୪୫ ବିଧାୟକଙ୍କ ମଧ୍ୟରୁ ୬୪ ଜଣ ସେମାନଙ୍କ ନାଁରେ ଅପରାଧିକ ମାମଲା ଥିବା ସତ୍ୟପାଠ … Read More