ସାଂସଦଙ୍କ ଟାର୍ଗେଟରେ ୫ଟି ସଚିବ

ଭୁବନେଶ୍ୱର: ପୁଣି 5T ସଚିବଙ୍କ ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡଙ୍ଗୀ । ସଚିବଙ୍କ ନାଁ ନ ନେଇ ପୁଣି ଟାର୍ଗେଟ କଲେ ସାସଂଦ । ଭୁବନେଶ୍ୱରରେ ସାମ୍ବାଦିକମାନଙ୍କ ଉତ୍ତର ଦେଇ କହିଛନ୍ତି, ଯଦି ହୁଳହୁଳି, ଚନ୍ଦନ ଏବଂ ଜିନ୍ଦାବାଦ ଦରକାର … Read More

ଓଡିଶାର ଶିକ୍ଷାନୁଷ୍ଠାନ ମୂଲ୍ୟାୟନରେ ରାଜନୀତି ହେଉଛି: ବିଜେଡି

ଭୁବନେଶ୍ୱର: ପିଜିଆଇ ରିପୋର୍ଟରେ ଓଡିଶା ୨୪ତମ ସ୍ଥାନକୁ ହ୍ରାସ ପାଇବା ପରେ ଶାସକ ଦଳ ପ୍ରତିକ୍ରିୟା ରଖିଛି। ଓଡିଶାର ଶିକ୍ଷାନୁଷ୍ଠାନଗୁଡିକର ମୂଲ୍ୟାୟନ କ୍ଷେତ୍ରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ରାଜନୀତି କରୁଛନ୍ତି। ଗ୍ରାମୀଣ ଗୃହନିର୍ମାଣ, ମନରେଗା, ଦକ୍ଷତା ବିକାଶ, କ୍ରୀଡ଼ା ପ୍ରୋତ୍ସାହନ, ବିପର୍ଯ୍ୟୟ ପରିଚାଳନା … Read More

ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ

ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଗୌହାଟୀ … Read More

ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍‌ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ … Read More

ଦକ୍ଷିଣ ଭାରତୀୟ କମ୍ପାନୀ ଦ୍ବାରା ଓଡିଶା ସରକାର ପରିଚାଳିତ: କେନ୍ଦ୍ରମନ୍ତ୍ରୀ ଟୁଡୁ

ଭୁବନେଶ୍ୱର: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ଅଗଣତାନ୍ତ୍ରିକ ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ଗୁରୁବାର ମାଲକାନଗିରିର ଖଇରିପୁଟ ଠାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଉଦଘାଟନ ଅବସରରେ ଟୁଡୁ … Read More

୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି … Read More

ରାହୁଲ ଗାନ୍ଧୀଙ୍କ ଆବେଦନ ଖାରଜକୁ ନେଇ ଗର୍ଜିଲା ଓଡିଶା କଂଗ୍ରେସ

ଭୁବନେଶ୍ୱର:ଗୁଜରାଟ ହାଇକୋର୍ଟଙ୍କ ରାୟ ପରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ଭୁବନେଶ୍ୱର କଂଗ୍ରେସ ଭବନରେ ନେତାଙ୍କ ଆନ୍ଦୋଳନ । ସେହିପରି ଅହମଦାବାଦରେ କଂଗ୍ରେସ କର୍ମୀ ଏକାଠି ହୋଇଛନ୍ତି । ରାହୁଲ ଗାନ୍ଧୀଙ୍କୁ ଗୁଜରାଟ ହାଇକୋର୍ଟଙ୍କ ଝଟକା । ପୁନଃବିଚାର ଆବେଦନ ଖାରଜ … Read More

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ନୁହେଁ ‘କରପଶନ ମୋବିଲାଇଜେସନ ଅଫିସ’-ବିଜେପି

ଭୁବନେଶ୍ୱର: ଓଡିଶା ହେଉଛି ଦେଶର ସବୁଠାରୁ ଅଧିକ ଦୁର୍ନୀତିଗ୍ରସ୍ତ ରାଜ୍ୟ ।  ୩ ବର୍ଷ ହେଲାଣି ଆୟ ବର୍ହିଭୂତ ସମ୍ପତି ଠୁଳ ଅପରାଧରେ ଓଡିଶା ଦେଶରେ ଏକ ନମ୍ବର ସ୍ଥାନରେ ରହିଛି । ଏମିତି କହି ବିଜେଡି ସରକାରଙ୍କ ଉପରେ ବର୍ଷିଛି … Read More

ଓଡ଼ିଶାରେ ପୁଣି ଚିଟଫଣ୍ଡ ଭଳି ରାହାଜାନି ଚଳାଇଛନ୍ତି ଘରୋଇ ଫାଇନାନ୍ସ କମ୍ପାନୀ : ଡ.ଲେଖାଶ୍ରୀ

ଭୁବନେଶ୍ୱର, : ଓଡ଼ିଶାରେ ଚିଟଫଣ୍ଡ ସଂସ୍ଥା ନୂଆ ରୂପରେଖରେ ଲୋକଙ୍କ ପାଖକୁ ଫେରିଛି । ଲୋକେ ଝାଳବୁହା ଧନ ଓ ଜୀବନର ପୁଞ୍ଜିକୁ ଘରୋଇ କମ୍ପାନୀମାନଙ୍କଠାରେ ରଖିଥିଲେ । ସେହି ଟଙ୍କାକୁ ଚିଟଫଣ୍ଡ କମ୍ପାନୀମାନେ ଲୁଟ୍ କଲାବେଳେ ରାଜ୍ୟ ସରକାର ଓ … Read More

୮୦ରୁ ଅଧିକ ସିଟ୍‌ ପାଇ ଜିତିବୁ, ସରକାର କରିବୁ: ବୁଧାନ

ଭୁବନେଶ୍ୱର: ରାଜ୍ୟରେ ୮୦ରୁ ଅଧିକ ସିଟ ପାଇବୁ ଓ ସରକାର କରିବୁ କହିଲେ ବୁଧାନ । ଆଗାମୀ ନିର୍ବାଚନ ନେଇ ବିଜେପି ବିଧାୟକ ବୁଧାନ ମୁର୍ମୁଙ୍କ ମନ୍ତବ୍ୟ । ୧୨୦କୁ ବେସ୍ କରି କାମ ହେବ, ସରକାର ଗଠନରୁ ଅଧିକ ସିଟ୍ … Read More