ଝାରସୁଗୁଡାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଝାରସୁଗୁଡା: ଆଜିଠାରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛିl ଆଜି ଅପରାହ୍ନ ସାଢେ ୪ଟା ବେଳେ ଶ୍ରୀ ନଡ୍ଡା ଏକ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିଛନ୍ତିl ବିମାନବନ୍ଦରରେ ପହଞ୍ଚିବା … Read More

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ … Read More

ବିଜୁଳି କାଟ୍ ପ୍ରତିବାଦରେ ଗ୍ରୀଡକୋ ଅଫିସକୁ ଅଣ୍ଡା, ଟମାଟୋ ମାଡ଼ କଲେ କଂଗ୍ରେସ କର୍ମୀ

ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ … Read More

୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର : ୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ଆସିବେ ରେଳମନ୍ତ୍ରୀ । ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥିବା ସ୍ଥାନୀୟ ଅଞ୍ଚଳର ବ୍ୟକ୍ତିଙ୍କୁ ଭେଟିବେ ଅଶ୍ୱିନୀ ବୈଷ୍ଣବ । ଗତ ୨ତାରିଖ … Read More

ବିଦ୍ୟୁତ୍ କାଟର ପ୍ରତିବାଦରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍ କାଟ ବିରୋଧରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ହାତରେ ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ । ଅସହ୍ୟ … Read More

ଆସନ୍ତା ୧୭ ତାରିଖରେ ଢେଙ୍କାନାଳ ଆସିବେ ଅିମତ ଶାହ

ଢେଙ୍କାନାଳ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୧୭ ତାରିଖରେ ଅିମତ ଶାହ ଆସିବେ । ମହା ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ । ମହା ଜନସମ୍ପର୍କ ଅଭିଯାନରେ ଢେଙ୍କାନାଳରେ ହେବାକୁ ଥିବା ଜନସମାବେଶରେ ସାମିଲ ହେବେ … Read More

ମୁଖ୍ୟମନ୍ତ୍ରୀଙ୍କର ଅଧିକ ଆଶା ଥିଲା: ରୋହିତ ପୂଜାରୀ

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରୁ ଆଜି ବାଦ୍ ପଡ଼ିଛନ୍ତି ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ। ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଥିଲେ … Read More

କୋରାପୁଟ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ପଦରୁ ବାଦ ପଡିଲେ ମିନାକ୍ଷୀ ବାହିନୀପତି

ଭୁବନେଶ୍ୱର: କଂଗ୍ରେସ ପକ୍ଷରୁ ଆଜି ୧୦ଟି ଜିଲ୍ଲା ପାଇଁ ସଭାପତିମାନଙ୍କର ନାମ ଘୋଷଣା କରାଯାଇଛି | ଏହା ସହ ଶୃଙ୍ଖଳା କମିଟି, ଇସ୍ତାହାର କମିଟି ବାବଦରେ ମଧ୍ୟ ଘୋଷଣା କରାଯାଇଛି | ତେବେ କୋରାପୁଟ ଜିଲ୍ଲା କଂଗ୍ରେସ ସଭାପତି ଭାବରେ ବିଧାୟକ … Read More

ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ବର: ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଲେ ରୋହିତ ପୂଜାରୀ । ରୋହିତଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍‌ ଦେବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୁପାରିସ । ରାଜ୍ୟପାଳଙ୍କୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିଭାଗର ବାର୍ଷିକ ରିପୋର୍ଟ … Read More

ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ବର: ଓଡ଼ିଶା ଆସିବେ ଅମିତ ଶାହ ଓ ଜେ. ପି. ନଡ୍ଡା । ଆସନ୍ତା ୧୭ ତାରିଖରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୨ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଖୁବଶୀଘ୍ର … Read More