ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ
ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ । … Read More