ଖୋର୍ଦ୍ଧା ଆସନରୁ ବିଜୟୀ ହେଲେ ପ୍ରଶାନ୍ତ ଜଗଦ୍ଦେବ
ଖୋର୍ଦ୍ଧା: ଖୋର୍ଦ୍ଧାରୁ ଜିତିଲେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ପରାସ୍ତ କରି ବିଜୟୀ ହେଇଛନ୍ତି । ରାଜେନ୍ଦ୍ର କୁମାରଙ୍କୁ ୮ ହଜାର ୫୯୮ ଭୋଟରେ ପରାସ୍ତ କରିଛନ୍ତି ପ୍ରଶାନ୍ତ । ପ୍ରଶାନ୍ତ … Read More