ସିଂଘମ୍‌ ପରି ସିନେମା ଅତ୍ୟନ୍ତ କ୍ଷତିକାରକ ବାର୍ତ୍ତା ପ୍ରସାରଣ କରନ୍ତି: ବମ୍ବେ ହାଇକୋର୍ଟ ବିଚାରପତି

ମୁମ୍ବାଇ: ଆଇନ ବ୍ୟବସ୍ଥା ପ୍ରତି ଧ୍ୟାନ ନ ଦେଇ ତୁରନ୍ତ ନ୍ୟାୟ ଦେଉଥିବା ‘ହିରୋ ପୁଲିସ’ ଚରିତ୍ର ପ୍ରଦର୍ଶନ କରୁଥିବା ‘ସିଂଘମ୍‌’ ପରି ସିନେମା ସବୁ ଅତ୍ୟନ୍ତ କ୍ଷତିକାରକ ବାର୍ତ୍ତା ପ୍ରସାରଣ କରୁଛନ୍ତି ବୋଲି ଶୁକ୍ରବାର ଦିନ ବମ୍ବେ ହାଇକୋର୍ଟର … Read More

ପଞ୍ଜି ସ୍କାମରେ ଗୋବିନ୍ଦା ଫସିଯିବା ଘଟଣା; ପାଟି ଫିଟାଇଲେ ମ୍ୟାନେଜର

ସୋଲାର ଟେକ୍ନୋଲଜି ଆଲିଆନ୍ସ (STA) ର ବ୍ରାଣ୍ଡ ଆମ୍ବାସଡର ହୋଇ ହଜାରେ କୋଟିର ପଞ୍ଜି ସ୍କାମରେ ସାମିଲ ଥିବା ନେଇ ଗୋବିନ୍ଦାଙ୍କ ନାମରେ ଉଠିଛି ଅଭିଯୋଗ । ଏପରିକି ଖୁବ୍‌ ଶୀଘ୍ର ଓଡ଼ିଶା EOW ଗୋବିନ୍ଦାଙ୍କୁ ପଚରାଉଚରା ପାଇଁ ମୁମ୍ବାଇ … Read More

ଅକ୍ଷୟ କୁମାର ଜନ୍ମଦିନରେ ମହାକାଳଙ୍କ ଦର୍ଶନ କରି ଭସ୍ମ ଆଳତୀରେ ହେଲେ ସାମିଲ

ମୁମ୍ବାଇ : ବଲିଉଡରେ ଖିଲାଡି କହିଲେ ତାଙ୍କୁ ସମସ୍ତେ ଜାଣନ୍ତି  । ହଁ ଆଜ୍ଞା ଆମେ କହୁଛୁ ଅକ୍ଷୟ କୁମାରଙ୍କ କଥା  । ଆଜି ସେ ତାଙ୍କ ୫୬ତମ ଜନ୍ମଦିନ ପାଳନ କରୁଛନ୍ତି  । ଏ ନେଇ ଆଜି ସକାଳୁ ସେ … Read More

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର : ନୃତ୍ୟ ସଙ୍ଗୀତରେ ଆମର ଶାସ୍ତ୍ରୀୟ ପରମ୍ପରାର ସଚେତନତା ସୃଷ୍ଟି କରିବା ଓ ତାହାକୁ ବଜାୟ ରଖିବାର ଲକ୍ଷ୍ୟ ନେଇ ଉଦ୍‌ଘାଟିତ ହେଲା ୨୯ତମ ଓଏମସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ । ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ … Read More

ବରିଷ୍ଠ ଗୀତିକାର ଦେବ କୋହଲିଙ୍କର ଦେହାନ୍ତ

ମୁମ୍ବାଇ: ଆଉ ନାହାନ୍ତି ଭାରତୀୟ ସିନେମାର ଜଣାଶୁଣା ଗୀତିକାର ଦେବ କୋହଲି । ଦେବ କୋହଲିଙ୍କ ମୃତ୍ୟୁରେ ବଲିଉଡ୍‌ ଜଗତରେ ଶୋକର ଛାୟା ଖେଳିଯାଇଛି । ତେବେ ଦେବ କୋହଲିଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଜଣା … Read More

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ପ୍ରଣବ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ବୋଲି ତାଙ୍କ ପତ୍ନୀ … Read More

ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’, ହିନ୍ଦୀରେ ‘ସର୍ଦ୍ଦାର ଉଦ୍ଧମ’

  ନୂଆଦିଲ୍ଲୀ: ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଚଳଚ୍ଚିତ୍ର ‘ପ୍ରତୀକ୍ଷା’କୁ ମିଳିବ ଜାତୀୟ ପୁରସ୍କାର। ଭାରତ ସରକାର ଆଜି ୬୯ତମ ଜାତୀୟ ଫିଲ୍ମ ପୁରସ୍କାର ତାଲିକା ଘୋଷଣା କରିଛନ୍ତି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ … Read More

ବଜରଙ୍ଗବାଲୀ ଭଗବାନ ନୁହନ୍ତି କହି ପୁଣି ବିବାଦରେ ସଂଳାପକାର ମନୋଜ

ମୁମ୍ବାଇ : ପୁଣି ବିବାଦରେ ଫିଲ୍ମ ଆଦିପୁରୁଷର ଡାଏଲଗ ଲେଖିଥିବା ମନୋଜ ମୁନ୍ତାଶିର। ଆଦିପୁରୁଷ ଫିଲ୍ମରେ ସେ ବିଭିନ୍ନ ଚରିତ୍ର ପାଇଁ ଲେଖିଥିବା ଡାଏଲଗକୁ ନେଇ ବିବାଦ ଚାଲିଥିବା ବେଳେ ଏବେ ମନୋଜଙ୍କ ଆଉ ଏକ ବୟାନ ସାମ୍ନାକୁ ଆସିଛି। ସେ … Read More