ପ୍ରି ଆକ୍ଟିଭେଟେଡ ସିମ୍ ରାକେଟ୍ର ପର୍ଦ୍ଦାଫାସ୍, ପୁରୀରୁ ୮ ଜଣଙ୍କୁ ବାନ୍ଧିଲା ସାଇବର ପୋଲିସ
କଟକ: କଟକ ସାଇବର ଥାନା ପୁଲିସକୁ ବଡ ସଫଳତା ମିଳିଛି। ପୁଲିସ ହାତରେ ଧରାପଡ଼ିଛନ୍ତି ସିମ ଚାଲାଣକାରି ଗ୍ୟାଙ୍ଗ୍ର ୮ ଜଣ ସଦସ୍ୟ। ଏହି ଗ୍ୟାଙ୍ଗର ସଦସ୍ୟମାନେ ପୁରୀରୁ ଦେଶର ବିଭିନ୍ନ ରାଜ୍ୟକୁ ମୋବାଇଲ ସିମ ଯୋଗାଉଥିଲେ। ସେମାନେ ଯୋଗାଉଥିବା ସିମ୍ଗୁଡ଼ିକ … Read More