ଫୁଲ ତୋଳିବା ବେଳେ ଅଘଟଣ: ପାଇଖାନା ଟାଙ୍କିକୁ ଖସି ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ
କଟକ: ଫୁଲ ତୋଳୁଥିବା ସମୟରେ ପାଇଖାନା ଟାଙ୍କିକୁ ଖସି ପଡ଼ି ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। କଟକ ଯୋବ୍ରା ଅଞ୍ଚଳରେ ଏହି ଘଟଣାଟି ଘଟିଛି। ମୃତ ମହିଳାଙ୍କ ନାଁ ଜୟନ୍ତୀ ରାଉତ ଓ ତାଙ୍କ ବୟସ ୫୮ ବର୍ଷ ବୋଲି ଜଣାପଡ଼ିଛି। ଆଜି … Read More