ତ୍ରିପୁରାରେ ରଥଯାତ୍ରା ବେଳେ ଅଘଟଣ, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ତ୍ରିପୁରାର କୁମାରଘାଟ ଅଞ୍ଚଳରେ ରଥଯାତ୍ରା ଉତ୍ସବ ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହିତ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ … Read More