ମୃତ ଯାତ୍ରୀଙ୍କ ପରିଚୟ ସଂଗ୍ରହ ବଡ ଚ୍ୟାଲେଞ୍ଜ: ମୁଖ୍ୟ ଶାସନ ସଚିବ
ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ବାହାନଗା ନିକଟରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ (୧୨୮୪୧) ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍ (୧୨୮୬୪) ଧକ୍କା ହୋଇ ଭୟାବହ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଗତକାଲି ରାତି ସାଢ଼େ ୮ଟାରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ … Read More