ବରଗଡ଼ ସମରଧରା ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ବରଗଡ଼: ବରଗଡ଼ ସମରଧରା ନିକଟସ୍ଥ ACC ରେଲୱେ ଟ୍ରାକରୁ ମାଲବାହୀ ଟ୍ରେନ ଲାଇନଚ୍ୟୁତ । ମେଡାପାଲି ନିକଟରେ ଲାଇନଚ୍ୟୁତ ହୋଇଛି ଟ୍ରେନ । ବରଗଡ଼ ଜିଲା ଡୁଙ୍ଗୁରୀ ଚୁନପଥର ଖଣିରୁ ବରଗଡ଼ ଯାଉଥିବା ଚୂନ ପଥର ମାଲବାହି ଟ୍ରେନ ଦୁର୍ଘଟଣାର ସମ୍ମୁଖୀନ ହୋଇଛି … Read More

ବାଇକ-ବୋଲେରୋ ମୁହାଁମୁହିଁ, ଜଣେ ମୃତ, ୨ ଗୁରୁତର

ଯାଜପୁର:  ବାଇକ-ବୋଲେରୋ ମୁହାଁମୁହିଁ ଧକ୍କା । ଜଣେ ମୃତ, ୨ ଗୁରୁତର । ଯାଜପୁର ଥାନା ଯୋଡିକୂଅ ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ପଶ୍ଚିମବଙ୍ଗ ମେଦିନପୁର ଅଞ୍ଚଳର ଏସ୍‌. କେ. ମୋତି । ଗୁରୁତର ଦୁଇ ଯୁବକ ହେଲେ … Read More

ନିଖୋଜ ଲୋକଙ୍କ କଥା କହି ଭାବପ୍ରବଣ ହୋଇଗଲେ ଅଶ୍ୱିନୀ ବୈଷ୍ଣବ

ଓଡ଼ିଶାର ବାଲେଶ୍ୱର ଜିଲ୍ଲାରେ ହୋଇଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାବୁକ ହୋଇଛନ୍ତି। ରେଳମନ୍ତ୍ରୀ ଦୁର୍ଘଟଣା ପ୍ରଭାବିତ ଟ୍ରାକ୍‌ର ପୁନରୁଦ୍ଧାର ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେବାବେଳେ ଭାବପ୍ରବଣ ହୋଇଯାଇଥିଲେ। ତାଙ୍କ ଗଳା ରୁନ୍ଧି ହୋଇଯାଇଥିଲା। ଏହି … Read More

ମୃତକଙ୍କ ଶବ ସହିତ ସମ୍ପର୍କୀୟଙ୍କ ପରିବହନ ପାଇଁ ରାଜଧାନୀରେ ମାଗଣାରେ ୫୮ଟି ଆମ୍ବୁଲାନ୍ସ ସେବା

ଭୁବନେଶ୍ବର: ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କର ଶବ ସହିତ ସମ୍ପର୍କୀୟଙ୍କ ପରିବହନ ପାଇଁ ବିଏମସି ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରାଜଧାନୀରେ ୫୮ଟି ଆମ୍ବୁଲାନ୍ସ ନିୟୋଜିତ ହୋଇଛି। ଏଥିରେ ବିନା ମୂଲ୍ୟରେ ଏବଂ ଅନ୍ତିମ ଗନ୍ତବ୍ୟ ସ୍ଥଳ ପର୍ଯ୍ୟନ୍ତ ମୃତକଙ୍କର ଶବ … Read More

ମୁର୍ଦ୍ଦାଘରେ ପୁଅର ହାତ ହଲୁଥିବା ଦେଖିଲା ବାପା, ବଞ୍ଚିଗଲା ବିଶ୍ୱଜିତ୍‌ଙ୍କ ଜୀବନ

ଓଡ଼ିଶା ଟ୍ରେନ୍ ଦୁର୍ଘଟଣାକୁ ନେଇ ଅନେକ ଯନ୍ତ୍ରଣାଦାୟକ କାହାଣୀ ସାମ୍ନାକୁ ଆସୁଛି। କାହାର ସମ୍ପୂର୍ଣ୍ଣ ପରିବାର ଧ୍ୱଂସ ହୋଇଯାଇଛି ତ କାହାର ମୁଣ୍ଡ ଉପରୁ ମାତାପିତାଙ୍କ ଛାୟା ଉଠିଯାଇଛି। ଅନେକ ନିରୀହ ଅନାଥ ହୋଇଯାଇଛନ୍ତି। ଦୁର୍ଘଟଣାରେ ଏମିତି ବି କିଛି ଲୋକ … Read More

ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ମହାବାହୁ ସ୍ନାନ ବେଦୀରେ ୧୦୮ ଗଡୁ ପାଣିରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଭକ୍ତ ଶ୍ରୀମନ୍ଦିରରେ ପଟି ଦିଅଁଙ୍କୁ ଦର୍ଶନ କରୁଛନ୍ତି। ମହାବାହୁଙ୍କ ଅଦର୍ଶନରେ ଆଜି ସକାଳୁ ବ୍ରହ୍ମଗିରିରେ ଅଲାରନାଥଙ୍କ ଅଣସର ଦର୍ଶନ … Read More

ଦୁଇଦିନ ଧରି ୭ ଶବ ତଳେ ଫସି ରହିଥିବା ୧୦ ବର୍ଷର ବାଳକ ଉଦ୍ଧାର

ଓଡିଶା ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ୨୭୫ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ରେଳ ଦୁର୍ଘଟଣା ପୁରା ଦେଶକୁ ସ୍ତବ୍ଧ କରି ଦେଇଛି । ଏହି ଦୁର୍ଘଟଣାକୁ ନେଇ ଏବେ ବି … Read More