ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ … Read More

ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ କ୍ୟାପିଟାଲ୍‌ ରିଜନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ପରିଚାଳନା ନିର୍ଦ୍ଦେଶକ ଭାବେ … Read More

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ। ଅପରାହ୍ନ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍‌ଟ ପ୍ରକାଶ ପାଇବ। www.chseresults.nic.in ରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିପାରିବେ। ଏନେଇ … Read More

ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରା ଗିରଫ

ସୁନ୍ଦରଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ। ସଞ୍ଜୟ ବେହେରା ତାଙ୍କ ଆୟଠାରୁ ୩୩୩% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ … Read More

ବାଂଲାଦେଶର ଦକ୍ଷିଣ ସୁର୍‌ମାରେ ଦୁର୍ଘଟଣା, ୧୩ ମୃତ

ବାଂଲାଦେଶର ଦକ୍ଷିଣ ସୁରମା ଉପଜିଲ୍ଲାର ନଜିର୍‌ ବଜାରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ସହ ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ପାଖାପାଖି ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଆହତ ମଧ୍ୟ ହୋଇଛନ୍ତି। ସିଲହଟ-ଢାକା ରାଜପଥରେ … Read More

ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ

ଯାଜପୁର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ବୁଧବାର ଅପରାହ୍‌ଣରେ ରାଜ୍ୟରେ ପୁଣି ଏକ ଅଘଟଣ ଘଟିଛି। ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣ ଯୋଗୁଁ ଅନ୍ୟ ୨ ଜଣ … Read More

ଏଏସିଏଫ୍ ମୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟ ଗଲେ ପତ୍ନୀ ବିଦ୍ୟା ଓ ତତ୍‌କାଳୀନ ଡିଏଫଓ

ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେରେ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଭୟ ହାଇକୋର୍ଟରେ ପୃଥକ ପୃଥକ ମାମଲା ଦାୟର … Read More

ବାହାନଗାରେ ସିବିଆଇ ଟିମ୍‌: କିଛି ଅଧିକାରୀଙ୍କ ମୋବାଇଲ ଫୋନ ସିଜ୍‌

ବାଲେଶ୍ବର: ବାହାନଗାରେ ସିବିଆଇ ଟିମ୍‌ । ଦ୍ୱିତୀୟ ଦିନରେ ଦୁର୍ଘଟଣାସ୍ଥଳ ବାହାନଗା ବଜାର ଷ୍ଟେସନରେ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ ଖୋଳତାଡ କରୁଛି । ଟେକ୍ନିକାଲ ଓ ଫୋରେନସିକ୍‌ ଟିମ୍‌ ଯାଞ୍ଚ କରୁଛନ୍ତି । ପ୍ୟାନେଲ୍‌ ରୁମ୍‌ରୁ ଆଜି ଖୋଳତାଡ ଆରମ୍ଭ ହୋଇଛି । … Read More

ରକ୍ତରଞ୍ଜିତ ହେଲା ଲକ୍ଷ୍ନୌ କୋର୍ଟ ପରିସର, ବ୍ରହ୍ମଦତ୍ତ ଦ୍ୱିବେଦୀ ହତ୍ୟାକାଣ୍ଡର କୁଖ୍ୟାତ ଅପରାଧୀଙ୍କୁ ଗୁଳି କରି ହତ୍ୟା

ୟୁପିର ରାଜଧାନୀ ଲକ୍ଷ୍ନୌରୁ ଏକ ବଡ଼ ଖବର ଆସିଛି। ଲକ୍ଷ୍ନୌ କୋର୍ଟରେ ସଞ୍ଜୀବ ଜୀଭା ନାମକ ଅପରାଧୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସଞ୍ଜୀବ ଜୀଭା ମାଫିଆ ମୁଖତାର୍‌ ଅନସାରୀଙ୍କ ଘନିଷ୍ଠ ଥିଲେ। ସେ ୟୁପିର ପୂର୍ବତନ ଶକ୍ତି ମନ୍ତ୍ରୀ ତଥା … Read More

ବାଲେଶ୍ୱର ରେଳ ଦୁର୍ଘଟଣା: ଓଡ଼ିଶାରେ ମୃତକଙ୍କ ପରିବାରର ଜଣଙ୍କୁ ଚାକିରି ଓ ପିଲାଙ୍କୁ ମାଗଣା ଶିକ୍ଷା ଦେବ କିଟ୍‍

ଭୁବନେଶ୍ୱର: ବାଲେଶ୍ୱର ବାହାନଗାଠାରେ ଘଟିଥିବା ଶତାବ୍ଦୀର ସବୁଠାରୁ ଦୁଃଖଦ ରେଳ ଦୁର୍ଘଟଣାରେ ଓଡ଼ିଶାର ମୃତକଙ୍କ ପରିବାରର ଜଣେ ଯୋଗ୍ୟ ବ୍ୟକ୍ତି ଓ ତାଙ୍କ ପରିବାରର ପିଲାଙ୍କୁ କିଟ୍ ରେ ମାଗଣା ଶିକ୍ଷା ଦାନ ଦେବାକୁ ବୁଧବାର ଘୋଷଣା କରିଛି କିଟ୍‍ । ଆଜି … Read More