ରାହୁଲ ଗାନ୍ଧିଙ୍କର ଭାରତକୁ ସମାଲୋଚନା କରିବାର ଅଭ୍ୟାସ ରହିଛି : ଜୟଶଙ୍କର

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟଶଙ୍କର । ରାହୁଲ ଗାନ୍ଧିଙ୍କର ଭାରତକୁ ସମାଲୋଚନା କରିବାର ଅଭ୍ୟାସ ରହିଛି ଏବଂ ଯେତେବେଳେ ବି ସେ ଭାରତ ବାହାରକୁ ଯାଆନ୍ତି, ସେ … Read More

ଚଳିତ ବର୍ଷର ପ୍ରଥମ ବାତ୍ୟା ‘ବିପର୍ଯ୍ୟୟ’ ଆରବ ସାଗରରେ : ଘନୀଭୂତ ହେବାରେ ଲାଗିଛି

ମୁମ୍ବାଇ : ଚଳିତ ବର୍ଷ ଆରବ ସାଗରରେ ସୃଷ୍ଟି ହୋଇଥିବା ପ୍ରଥମ ବାତ୍ୟା ‘ବିପର୍ଯ୍ୟୟ’ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ‘ବିପର୍ଯ୍ୟୟ’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସିଛି। ‘ବିପର୍ଯ୍ୟୟ’ ଏବେ ଗୋଆ ଠାରୁ ୮୬୦ … Read More

ମୀରା ରୋଡରେ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା ମାମଲାରେ ଏବେ ନୂଆ ରହସ୍ୟ ଉନ୍ମୋଚିତ

ମୁମ୍ବାଇ: ମୁମ୍ବାଇର ମୀରା ରୋଡରେ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା ମାମଲାରେ ଏବେ ନୂଆ ନୂଆ ଖୁଲାସା ହେବାରେ ଲାଗିଛି | ହତ୍ୟାକାଣ୍ଡର ଶିକାର ହୋଇଥିବା ସରସ୍ବତୀ ବୈଦ୍ୟ ଅଭିଯୁକ୍ତ ମନୋଜଙ୍କୁ ୨୦୧୪ ମସିହାରେ ଭେଟିଥିଲେ | ସରସ୍ବତୀ, ମନୋଜଙ୍କୁ ଏକ ରାସନ … Read More

ରାଷ୍ଟ୍ରପତିଙ୍କୁ ଇଚ୍ଛାମୃତ୍ୟୁ ମାଗିଲେ ଜ୍ଞାନବ୍ୟାପୀ ଆବେଦନକାରୀ

ଲକ୍ଷ୍ନୌ : ବାରାଣସୀ ଜ୍ଞାନବ୍ୟାପୀ ମସଜିଦ ମାମଲାର ଜଣେ ଆବେଦନକାରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖି ଇଚ୍ଛାମୃତ୍ୟୁ ମାଗିଛନ୍ତି। କିଛି ଦିନ ତଳେ ସେ ଜ୍ଞାନବ୍ୟାପୀ ମସଜିଦ ମାମଲାରେ ଆଉ ପକ୍ଷ ହେବାକୁ ଚାହୁଁ ନଥିବା କହି ଆବେଦନ ପ୍ରତ୍ୟାହାର … Read More

ଯଦି ପ୍ରଧାନମନ୍ତ୍ରୀ ଆସୁଛନ୍ତି, ତେବେ ବିହାର ପ୍ରତି କିଛି ଧ୍ୟାନ ଦିଅନ୍ତୁ

ପାଟନା: ମେ ୩୦ ରୁ ଜୁନ୍ ୩୦ ପର୍ଯ୍ୟନ୍ତ ବିଜେପି ଦ୍ୱାରା ସାରା ଦେଶରେ ଜନସମ୍ପର୍କ ଅଭିଯାନ ଚାଲିଛି। ଏଥିପାଇଁ ବିଜେପି ପକ୍ଷରୁ ଅନେକ ଜିଲ୍ଲାରେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ମାସରେ ବିହାର ଗସ୍ତରେ … Read More

ଅଧା ଦୁଇ ହଜାର ଟଙ୍କିଆ ନୋଟ୍‌ ବ୍ୟାଙ୍କକୁ ଫେରିଲାଣି

ମୁମ୍ବାଇ : ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର ନିଷ୍ପତ୍ତି ପରେ ବ୍ୟାଙ୍କକୁ ଏହା ଫେରିବା ଆରମ୍ଭ ହୋଇଛି। ପ୍ରତ୍ୟାହାର ନିଷ୍ପତ୍ତି ପୂର୍ବରୁ ଭାରତୀୟ ବଜାରରେ ପ୍ରଚଳିତ ଥିବା ୨ ହଜାର ଟଙ୍କିଆ ନୋଟ ମଧ୍ୟରୁ ୫୦% ବ୍ୟାଙ୍କକୁ ଫେରି ସାରିଲାଣି। ୨୦ … Read More

ଜୁଲଫିକରଙ୍କ ଭଳି ଇମ୍ରାନଙ୍କୁ ଫାଶୀ ଦିଆଯାଇପାରେ ବୋଲି ପାକିସ୍ତାନରେ ଚର୍ଚ୍ଚା

ଲାହୋର : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ୍-ଏ-ଇନସାଫ ସୁପ୍ରିମୋ ଇମ୍ରାନ ଖାଁଙ୍କ ସମସ୍ୟା ବଢିବାରେ ଲାଗିଛି । ଗୋଟିଏ ପରେ ଗୋଟିଏ ତାଙ୍କ ଦଳର ନେତାଙ୍କୁ ବର୍ତ୍ତମାନର ଶେହବାଜ ସରିଫ୍ ସରକାର ବିଭିନ୍ନ ମାମଲାରେ ଗିରଫ କରୁଛନ୍ତି। ସେପଟେ … Read More