ଟ୍ରେନ ଦୁର୍ଘଟଣାର ୧୦ ଦିନ; ଚିହ୍ନଟ ହୋଇନି ୮୧ ଶବ, ବାହାନଗାରେ ଆଜି ସାମୁହିକ ମୁଣ୍ଡନ ଓ ଦଶାହ କାର୍ଯ୍ୟକ୍ରମ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାର ଆଜି ୧୦ମ ଦିନ । ଅର୍ଥାତ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କର ୧୦ ଦିନ ବିତିଗଲାଣି । ତଥାପି ଅନେକ ଶବ ଚିହ୍ନଟ ହୋଇନି । ଭୁବନେଶ୍ୱର ଏମ୍ସରେ କଣ୍ଟେନରେ ରହିଛି ଶବ । ୮୧ଟି ଶବକୁ … Read More