ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର/ପୁରୀ: ମହାପ୍ରଭୁ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ। ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହି ଥାଏ। ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରଥଯାତ୍ରା ତୃତୀୟ ତଥା ଶେଷ … Read More