ଭିଜିଲାନ୍ସ ଜାଲରେ ସିନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ

ବାରିପଦା: ଆଜି ସକାଳେ ବାଲେଶ୍ୱର, କେନ୍ଦୁଝର ଓ ମୟୁରଭଞ୍ଜ ଭିଜିଲାନ୍ସ ପକ୍ଷରୁ ବାରିପଦା ଉପଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ ବରିଷ୍ଠ କିରାଣୀ ରାମଚନ୍ଦ୍ର ସେନଙ୍କ କୁଳିଅଣା ବ୍ଲକ ପଢିଆରୀପୁର ସ୍ଥିତ ବାସଭବନ, ରଘୁନାଥଗଞ୍ଜ ସ୍ଥିତ ଶ୍ରୀରାମ ଭବନ, ଉପଜ଼ିଲ୍ଲାପାଳ କାର୍ଯ୍ୟାଳୟ, ତାଙ୍କ ଶ୍ୱଶୁର … Read More

ରଜ ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଙ୍କୀ : ରଜ ଦୋଳିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବାଙ୍କୀ ଏନ୍‌ଏସି ଅଞ୍ଚଳର ବ୍ରହ୍ମେଇ ଠାକୁରାଣୀଙ୍କ ପୀଠରେ ଲାଗିଥିଲା ରଜ ଦୋଳି। ସେଠାରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଯୁବକ ଜଣକ ହେଉଛନ୍ତି ବାଙ୍କୀ ସାହାଡ଼ାପଦା ଗାଁର … Read More

ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ପ୍ରାଣୀ ଚିକିତ୍ସା ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଗଂଜାମ ଜିଲ୍ଲା ଆସିକା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ରବିନାରାୟଣ ସାହୁ । ବିଭାଗ ପକ୍ଷରୁ ଭଡ଼ାରେ ଚାଲୁଥିବା ଭ୍ରାମ୍ୟମାଣ ଗାଡିର ୨୦୨୩-୨୪ ବର୍ଷ ନିମନ୍ତେ ଅନୁମତି ନବୀକରଣ କରିବାକୁ ଜଣେ ବୋଲେରୋ … Read More

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି

ପୁରୀ: ଆଜି ଶ୍ରୀ ମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ବନକ ଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି … Read More

ଶିକାରୀ ଗୁଳିରେ ଫରେଷ୍ଟର ମୃତ

କରଞ୍ଜିଆ: ଶିକାରୀ ଗୁଳିରେ ଫରେଷ୍ଟର ମୃତ । ଶିମିଳିପାଳରେ ପୁଣି ମାତିଲେ ଶିକାରୀ । ଉପର ବାରାକାମୁଡ଼ା ରେଞ୍ଜ ଫରେଷ୍ଟର ମାଟି ହାଁସଦା ମୃତ । ପାଟ୍ରୋଲିଂ ବେଳେ ଗୁଳି କରିଥିଲେ ଶିକାରୀ । ଗୁରୁତର ଅବସ୍ଥାରେ ଫରେଷ୍ଟରଙ୍କୁ କରଞ୍ଜିଆ ଚିକିତ୍ସାଳୟ ନିଆଯାଇଥିଲା … Read More

ଆହୁରି ୩ ଦିନ ତାତିରୁ ନାହିଁ ନିସ୍ତାର, ତାପମାତ୍ରା ସ୍ୱାଭାବିକଠାରୁ ୪ରୁ ୭ ଡିଗ୍ରୀ ଅଧିକ ରହିବା ସମ୍ଭାବନା

ଭୁବନେଶ୍ୱର: ଜଳୁଛି ଓଡ଼ିଶା । ଭୀଷଣ ଗ୍ରୀଷ୍ମ ପ୍ରବାହ । ଆହୁରି ୩ ଦିନ ଜଳାଇବ, ସିଝାଇବ ଓ କଲବଲ କରିବ । ୨୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ସିଭିୟର ହିଟ୍‌େଓ୍ଵଭ୍‌ ନେଇ ଆଜି ପାଇଁ ପଶ୍ଚିମ ଓଡ଼ିଶାର … Read More

ରାଇଆଁ ଗାଁରେ କଙ୍ଗାରୁ କୋର୍ଟ, ପୁରୁଷ ଓ ମହିଳାଙ୍କୁ ଦଉଡ଼ିରେ ବାନ୍ଧି ନିସ୍ତୁକ ମାଡ଼

ବାଙ୍ଗିରିପୋଷି: ରାଇଆଁ ଗାଁରେ କଙ୍ଗାରୁ କୋର୍ଟ । ଦୁଇ ଜଣ ପୁରୁଷ ଓ ମହିଳାଙ୍କୁ ଦଉଡ଼ିରେ ବାନ୍ଧି ନିସ୍ତୁକ ମାଡ଼ ଦିଆଯାଇଥିବା ଅଭିଯୋଗ ହୋଇଛି । ବିଧା, ଚାପୁଡା ଯିଏ ଯେମିତି ପାରିଲା ମାରିଲା । ଏଦୃଶ୍ୟ ହେଉଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି … Read More

ପୁଅ ଆକ୍ରମଣରେ ମା’ ମୃତ

ଆନନ୍ଦପୁର : ରାମଚନ୍ଦ୍ରପୁର ଥାନା ସାଇଁକୁଳ ନୂଆ ସାହିରେ ପୁଅ ଆକ୍ରମଣରେ ମା’ ମୃତ। ମଦ ପିଇବାକୁ ନେଇ ବଚସା ପରେ ପୁଅ କରିଥିଲା ଆକ୍ରମଣ। ଘଟଣାରେ ମୃତ ମହିଳା ମନ୍ଦିରା ନାଇକ ବୋଲି ଜଣାପଡିଛି। ପୋଲିସ ତଦନ୍ତ ଜାରି ରହିଛି  ।