ନୀତୀଶ କୁମାରଙ୍କ ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଜୀତନ ରାମଙ୍କ ଦଳ
ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ସରକାରରୁ ଆଜି ସମର୍ଥନ ପ୍ରତ୍ୟାହାର କରି ନେଇଛି ପୂର୍ବତନ ମୁଖ୍ୟମନ୍ତ୍ରୀ ଜୀତନ ରାମ ମାଂଝୀଙ୍କ ଦଳ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା (HAM)। ଜୀତନ ରାମଙ୍କ ପୁଅ ତଥା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ସନ୍ତୋଷ ସୁମନ … Read More