ଦୁଇ ବସ୍ ମଧ୍ୟରେ ଧକ୍କା: ୪ ମୃତ, ୭୦ ଆହତ

ତାମିଲନାଡୁର କୁଡ୍ଡାଲୋର ଜିଲ୍ଲାର ନେଲ୍ଲିକୁପ୍ପାମ ନିକଟସ୍ଥ ପଟ୍ଟମ୍ବକ୍କମରେ ଦୁଇଟି ଘରୋଇ ବସ୍ ମଧ୍ୟରେ ଧକ୍କା ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ ଜଣ ଆହତ ହୋଇଛନ୍ତି। ଗୋଟିଏ ବସ୍ କୁଡ୍ଡାଲୋରରୁ ପନରୁତି ଅଭିମୁଖେ ଯାଉଥିବା ବେଳେ ଅନ୍ୟଟି କୁଡ୍ଡାଲୋର … Read More

ବିଜୁଳି କାଟ୍ ପ୍ରତିବାଦରେ ଗ୍ରୀଡକୋ ଅଫିସକୁ ଅଣ୍ଡା, ଟମାଟୋ ମାଡ଼ କଲେ କଂଗ୍ରେସ କର୍ମୀ

ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ … Read More

ଓଡ଼ିଶାରେ ରେଳମନ୍ତ୍ରୀ; ପୁରୀ ରେଳଷ୍ଟେସନରେ ନିର୍ମାଣ କାମର କରିବେ ସମୀକ୍ଷା

ଭୁବନେଶ୍ବର: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଆଜିଠାରୁ ଓଡ଼ିଶା ଗ୍ରସ୍ତରେ ଆସିଛନ୍ତି। ସନ୍ଧ୍ୟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଗସ୍ତ କରିଛନ୍ତି। ପୁରୀରେ ରେଲୱେ ଷ୍ଟେସନର ଉନ୍ନତିମୂଳକ କାମର ତଦାରଖ କରିବେ। ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର … Read More

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ରେଲୱେ ସୋର ସେକ୍ସନ ସିଗ୍‌ନାଲ ଜେଇଙ୍କ ଘର ସିଲ୍

ବାଲେଶ୍ବର/ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ରେଲୱେ ସୋର ସେକ୍ସନ ସିଗ୍‌ନାଲ ଜେଇ ଅମିର ଖାନ୍‌ଙ୍କ ଭଡ଼ା ଘର ସିଲ୍ କରାଯାଇଛି। ସୋରଠାରେ ଜେଇଙ୍କ ଏହି ଭଡ଼ା ଘର ରହିଛି। ଜିଆରପି ପୁଲିସ ଉପସ୍ଥିତିରେ ଘରକୁ ସିବିଆଇ ପକ୍ଷରୁ … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଯୋରନ୍ଦା ପୀଠର ସାଧୁସନ୍ଥ ଓ ମହିମା ଧର୍ମାବଲମ୍ବୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଜି ଅନେକ ମହିମା ସାଧୁସନ୍ଥ ଓ ଧର୍ମାବଲମ୍ବୀମାନେ ନବୀନ ନିବାସ ଠାରେ ଭେଟିଛନ୍ତି । ଯୋରନ୍ଦା ପୀଠର ରୂପାନ୍ତର ପାଇଁ ପଦକ୍ଷେପକୁ ସେମାନେ ସ୍ୱାଗତ ଜଣାଇବା ସହ ଏଥି ପାଇଁ  ଅର୍ଥ  ମଞ୍ଜୁର  କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ … Read More

ପୂର୍ବାହ୍‌ଣ ସାଢ଼େ ୯ଟାରୁ ଶ୍ରୀଜିଉଙ୍କ ପହଣ୍ଡି

ପୁରୀ: ରାତି ପାହିଲେ ଶ୍ରୀଜିଉଙ୍କ ୯ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ … Read More

ଦୁଇ ତିନି ଦିନରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଦୁଇ ତିନି ଦିନରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପାଗ ଅନୁକୂଳ ରହିଛି । ୨-୩ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । … Read More

ସୌରୀନ ଭଟ୍ଟଙ୍କ ବିରୋଧରେ ଶୋଷଣ ଅଭିଯୋଗ ମାମଲା, କୋଲକାତା ଯିବ ପୁଲିସ

କଟକ: ଜଣାଶୁଣା କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୋଧରେ ଶୋଷଣ ଅଭିଯୋଗ ମାମଲାରେ ପୁଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବାର ସୂଚନା ମିଳିଛି। ସୂଚନା ଅନୁଯାୟୀ, ଘଟଣାର ତଦନ୍ତ ଲାଗି ଆସନ୍ତାକାଲି କୋଲକାତା ଯିବ କଟକ କମିଶନରେଟ ପୁଲିସର ଏକ ଚାରିଜଣିଆ ଟିମ। … Read More

ଅଘୋଷିତ ବିଦ୍ୟୁତକାଟର ପ୍ରତିବାଦ: ଢେଙ୍କାନାଳରେ ବିଜେପି ପକ୍ଷରୁ ବିକ୍ଷୋଭ

ଢେଙ୍କାନାଳ: ଅଘୋଷିତ ବିଦ୍ୟୁତକାଟ୍‌ ଓ ଲୋ-ଭୋଲ୍‌ଟେଜ୍‌ ସମସ୍ୟା ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ଢେଙ୍କାନାଳ ବିଭାଗୀୟ କାର୍ଯ୍ୟାଳୟ ଘେରାଉ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଆଜି ଢେଙ୍କାନାଳ ଜିଲ୍ଲା ବିଜେପି ପକ୍ଷରୁ ପୂର୍ବତନ ସାଂସଦ ରୁଦ୍ର ନାରାୟଣ ପାଣି, ପୂର୍ବତନ … Read More

ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ: ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ। ୧୫ ଦିନ ପରେ ମହାପ୍ରଭୁଙ୍କୁ ଦେଖି ଭକ୍ତ ଭାବ ବିହ୍ଵଳ । କାହାର ଆଖି ଛଳ ଛଳ ତ ଆଉ କିଏ ଜଗନ୍ନାଥଙ୍କୁ ପାଖରେ ପାଇ ଛାତି କୁଣ୍ଢେ ମୋଟ । ଆଜି ଏତେ … Read More