ଶରଧାବାଲିରେ ବଡ଼ଠାକୁର, ବାଟରେ ଅଟକିଲେ କାଳିଆ ସାଆନ୍ତ ଓ ଦେବୀ ସୁଭଦ୍ରା

ପୁରୀ : ଶରଧାବାଲିରେ ଲାଗିଲା ତାଳଧ୍ୱଜ। ବାଟରେ ଅକଟି ରହିଲେ ଦେବଦଳନ ଓ ନନ୍ଦିଘୋଷ। ଜନ୍ମବେଦୀ ଅଭିମୁଖେ ନବ ଦିନାତ୍ମକ ଘୋଷଯାତ୍ରାରେ ବାହାରି ଥିବା ଶ୍ରୀଜିଉଙ୍କ ୩ଟି ଯାକ ରଥ ଆଜି ସଂଧ୍ୟା ସୁଦ୍ଧା ଶରଧାବାଲିରେ ଲାଗି ପାରିନି। କେବଳ ବଳଭଦ୍ରଙ୍କ … Read More

ଠିକ ସମୟରେ ରଥାରୁଢ ହୋଇଥିଲେ ତିନି ଠାକୁର

ପୁରୀ : ଆଜି ପବିତ୍ର ରଥଯାତ୍ରା ଅବସରରେ ନୀତିକାନ୍ତି ସଠିକ ସମୟରେ ସଂପନ୍ନ ହୋଇଥିଲା | ପହଣ୍ଡି ମଧ୍ୟ ଠିକ ସମୟରେ ସରିଲା | ରଥାରୁଢ଼ ହୋଲେ ଚତୁର୍ଦ୍ଧା ମୂର୍ତ୍ତି। ରଥ ଉପରେ ଅନ୍ୟାନ୍ୟ ନୀତିକାନ୍ତି ଶେଷ ହେବା ପରେ ରଥଯାତ୍ରା … Read More

ଅହମଦାବାଦ ରଥଯାତ୍ରା: ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନଗର ପରିକ୍ରମା କରାଇଲେ ହଜାର ହଜାର ଭକ୍ତ

ଅହମଦାବାଦ: ଗୁଜୁରାଟର ଅହମଦାବାଦ ଓ ଗାନ୍ଧୀନଗର ମଧ୍ୟରେ ଅବସ୍ଥିତ ଅଡାଲଜ ଠାରେ ଥିବା ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଚଳିତ ବର୍ଷ ଏଠାରେ ଏହି ପବିତ୍ର ପାର୍ବଣ ମହୋତ୍ସବକୁ କେନ୍ଦ୍ର କରି ଭକ୍ତମାନଙ୍କ ମଧ୍ୟରେ ପ୍ରବଳ … Read More

‘୨୨ ନୁହେଁ, ୨୩ରେ କଳାହାଣ୍ଡି ଆସିବେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା’

ଭୁବନେଶ୍ବର : ଆସନ୍ତା ୨୨ ନୁହେଁ, ୨୩ ତାରିଖରେ କଳାହାଣ୍ଡି ଆସିବେ BJP ଅଧ୍ୟକ୍ଷ ଜେପି ନଡ୍ଡା। ଅନିବାର୍ଯ୍ୟ କାରଣବଶତଃ ନଡ୍ଡାଙ୍କ ଗସ୍ତ ଦିନଟିଏ ଘୁଞ୍ଚାଇ ଦିଆଯାଇଛି। ଏନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା। ଶ୍ରୀ ପଣ୍ଡା କହିଛନ୍ତି, … Read More

ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ ନିଷ୍ପତ୍ତି; ୨୨ ଯାଏ ଖରାଛୁଟି, ୨୩ରୁ ୨୫ ସକାଳୁଆ

ସୁନ୍ଦରଗଡ଼: ଜୁନ୍ ୨୧ ତାରିଖରୁ ରାଜ୍ୟର ସମସ୍ତ ବିଦ୍ୟାଳୟ ଖୋଲୁଥିଲେ ମଧ୍ୟ ସୁନ୍ଦରଗଡ଼ ଜିଲ୍ଲାରେ ଖରାଛୁଟିକୁ ଆଉ ଦୁଇ ଦିନ ବଢ଼ାଇ ଦିଆଯାଇଛି। ୨୨ ତାରିଖ ଯାଏଁ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ୨୩ ତାରିଖରେ ଖୋଲିବାକୁ ଥିବା ବିଦ୍ୟାଳୟଗୁଡ଼ିକରେ … Read More

ପିଏମ୍ ଆବାସ: ଆରମ୍ଭ ହେଲା ଅନଲାଇନରେ ୱାର୍କ ଅର୍ଡର ବଣ୍ଟା, ବର୍ଷକରେ ଘର ନସାରିଲେ ରଦ୍ଦ ହେବ ୱାର୍କ ଅର୍ଡର

ଭୁବନେଶ୍ବର : ଦୀର୍ଘ ପ୍ରାୟ ଦେଢ଼ବର୍ଷ ଧରି ରାଜ୍ୟରେ ଠପ୍ ହୋଇଯାଇଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ପୁଣିଥରେ କାର୍ଯ୍ୟାଦେଶ ବଂଟନ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମଥର ପାଇଁ ରାଜ୍ୟରେ ଅନଲାଇନରେ ଏହି ପିଏମ୍ ଆବାସ ଘରର ୱାର୍କ ଅର୍ଡର ଅନଲାଇନରେ … Read More

ବିଜେଡି ଓ ବିଜେପି ଭିତରେ ଅନୌପଚାରିକ ସଂପର୍କ ରହିଛି : ତୃଣମୂଳ ସାଂସଦ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ -୨୦୨୪ ପାଇଁ ଏକ ବର୍ଷରୁ କମ୍ ସମୟ ବାକି ଅଛି | ଏଭଳି ପରିସ୍ଥିତିରେ ବିରୋଧୀ ଦଳର ନେତାମାନେ ଏବେ ମୋଦୀଙ୍କ ବିପକ୍ଷରେ ଲଢେଇ ପାଇଁ ଏକଜୁଟ ହେବାକୁ ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ତେବେ ବର୍ତ୍ତମାନ … Read More

ବାଲେଶ୍ୱର ଟ୍ରେନ୍ ଟ୍ରାଜେଡି: ସୋର ସେକ୍ସନର ସିଗନାଲ ଜେଇଙ୍କୁ ଧରି ପଚରାଉପରା କରୁଛି ସିବିଆଇ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଟ୍ରାଜେଡିର ଖୋଲତାଡ଼ ଜୋରଦାର କରିଛି CBI। ଆଜି ସୋର ସେକ୍ସନର ସିଗନାଲ JE ଅମୀର ଖାନଙ୍କୁ ନେଇ ପଚରାଉଚରା ଓ ଛାନଭିନ୍ କରୁଛି CBI। ଆମୀରଙ୍କୁ ତାଙ୍କ କରମପୁର ସ୍ଥିତ ବାସଭବନକୁ ନେଇ … Read More

ବିଶ୍ବପ୍ରସିଦ୍ଧ ରଥଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା … Read More

ତାଳଧ୍ୱଜ ରଥ ଟଣା ବେଳେ ଠେଲାପେଲା

ପୁରୀ : ପୁରୀରେ ତାଳଧ୍ୱଜ ରଥ ଟଣା ବେଳେ ଠେଲାପେଲା। ପ୍ରାୟ ୨୫ ଜଣ ଲୋକ ଠେଲା ପେଲାରେ ପଡ଼ି ଯିବା ପରେ ସେମାନଙ୍କ ଉପରେ ଚଢ଼ିଗଲେ ଲୋକେ। ଲୋକେ ଦଳି ଦେବାରୁ ବହୁ ଲୋକ ଆହତ ହୋଇ ପୁରୀ ସଦର ମୁଖ୍ୟ … Read More