ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅଧୀନ ୫୫ନମ୍ବର ଜାତୀୟ ରାଜପଥ କଞ୍ଜରାରେ ଅଜଣା ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କର ଜୀବନ ଯାଇଥିବା ଖବର ମିଳିଛି। ଏହି ଦୁର୍ଘଟଣାକୁ ନେଇ ସ୍ଥାନୀ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକ ଜାତୀୟ … Read More