ଖିରି ଭୋଗ ଖାଇ ଜଣେ ମୃତ, ୧୫ ଅସୁସ୍ଥ

ସୋର: ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ତାଳକୁରୁଣିଆ ଓ ଅଠିଳାବାଜ ଗାଁରେ ବାସି ଭୋଗ ଖାଇ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ସେହିପରି ୧୫ ଜଣ ଲୋକ ଅସୁସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ଗତକାଲି ତାଳକୁରୁଣିଆ ଗାଁରେ ରଥଯାତ୍ରାରେ ଠାକୁରଙ୍କ ଭୋଗ … Read More

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି

ଓଡ଼ିଶାର ଲକ୍ଷ ଲକ୍ଷ ଗରିବ ହିତାଧିକାରୀଙ୍କୁ ଘର ନଦେବା ଷଡ଼ଯନ୍ତ୍ର ଧରା ପଡ଼ିଲା  ଷଡ଼ଯନ୍ତ୍ର ପଛରେ ରାଜ୍ୟ ବିଜେପିର ସାଂସଦ ଓ ଓଡ଼ିଶାରୁ ଯାଇଥିବା ଜଣେ ନିର୍ଦ୍ଦିଷ୍ଟ କେନ୍ଦ୍ରମନ୍ତ୍ରୀ  ଓଡ଼ିଶା ଗସ୍ତରେ ଆସିଥିବା ବିଜେପିର ରାଷ୍ଟ୍ରୀୟ ସଭାପତିଙ୍କ ମୁହଁରେ … Read More

ହିଂସା ଦମନ ନେଇ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମଣିପୁର ମୁଖ୍ୟମନ୍ତ୍ରୀ

ମଣିପୁରରେ ଲାଗି ରହିଥିବା ହିଂସା ଓ ଅଶାନ୍ତିକୁ ଦୂର କରିବା ନିମନ୍ତେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରୟାଶ ଜୋରଦାର ହୋଇଛି। ରବିବାର ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌ ବୀରେନ୍ ସିଂହ ଦିଲ୍ଲୀ ଯାଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍‌ ଶାହଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ … Read More

ବର୍ଷାପାଣିରୁ ବାହାରିବା ପାଇଁ ବିଦ୍ୟୁତ ଖମ୍ଭକୁ ଧରିବା ହେଲା କାଳ, ସାକ୍ଷୀଙ୍କ ଉଡ଼ିଗଲା ପ୍ରାଣବାୟୁ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଲୱେ ଷ୍ଟେସନରୁ ଅବହେଳାର ଏକ ଘଟଣା ସାମ୍ନାକୁ ଆସିଛି। ଏହି ଅବହେଳା ହେତୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିବା ଖବର ମିଳିଛି। ଉକ୍ତ ମହିଳା ଜଣକ ଷ୍ଟେସନ ଯାଉଥିବା ବେଳେ ଷ୍ଟେସନ ରାସ୍ତାରେ ବର୍ଷା ପାଣି ଭରି ଯାଇଥିଲା। ପାଣିରୁ … Read More

ଓଡ଼ିଶାରେ ପ୍ରଥମ – ସମ୍‌ରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଂଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ

ଭୁବନେଶ୍ୱର,  : ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଂଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇପାରିଛି । ଗତ … Read More

ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଇଜିପ୍ଟର ସର୍ବୋଚ୍ଚ ସମ୍ମାନ ‘Order of the Nile’ ଗ୍ରହଣ କରିଛନ୍ତି। ସେ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫର୍ଥା ଇ-ସିସ୍‌ଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ। ନରେନ୍ଦ୍ର ମୋଦିଙ୍କ ବିଦେଶ ଗସ୍ତ ଭିତରେ ଏହା … Read More

ଓୱେସିଙ୍କ ରାଲିରେ ‘ଔରଙ୍ଗଜେବ ଅମର ରହେ’ ସ୍ଲୋଗାନ

ମୁମ୍ବାଇ : ନିଜ ବୟାନ ପାଇଁ ଚର୍ଚ୍ଚାରେ ଥିବା ଅଲ୍ ଇଣ୍ଡିଆ ମଜଲିସ-ଏ-ଇତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍) ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି । ମହାରାଷ୍ଟ୍ରର ବୁଲଧାନାରେ  ଓୱେସିଙ୍କ ଦଳ ପକ୍ଷରୁ ଆୟୋଜିତ ଏକ ରାଲିରେ … Read More

ମନ୍ତ୍ରୀ ପଦ ପାଇଁ ବ୍ଲାକମେଲିଂ କରୁଛନ୍ତି ସୌମ୍ୟରଞ୍ଜନ: ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର: ଫାଇଭ ଟି ସଚିବ ପ୍ରସଙ୍ଗରେ ନିଜର ମତାମତ ଆଲେଖ୍ୟ ଜରିଆରେ ଲେଖିଛନ୍ତି, ‘ସମ୍ବାଦ’ ଖବରକାଗଜରେ ସମ୍ପାଦକ ତଥା ଖଣ୍ଡପଡାର ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ପ୍ରସଙ୍ଗରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ପୂର୍ବରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ଏବେ … Read More

ଐତିହାସିକ ଅଲ-ହାକିମ୍ ମସ୍‌ଜିଦ୍ ପରିଦର୍ଶନ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଇଜିପ୍ଟର ରାଜଧାନୀ କାଇରାରେ ଥିବା ୧୧ଶହ ଶତାବ୍ଦିର ଐତିହାସିକ ଅଲ-ହାକିମ୍ ମସ୍‌ଜିଦ୍ ପରିଦର୍ଶନ କରିଥିଲେ। ଭାରତର ଦାଉଦୀ ବୋହରା ସମ୍ପ୍ରଦାୟଙ୍କ ସହାୟତାରେ ଏହି ଅଲ-ହାକିମ୍ ମସ୍‌ଜିଦ୍‌ର ଉନ୍ନତିକରଣ କରାଯାଇଛି। ଏହି ନବୀକରଣ କାମ ପ୍ରାୟ ୩ ମାସ … Read More

ଚାଷ ଜମିରେ ପ୍ରଶିକ୍ଷଣ ବିମାନର ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ: ବୈଷୟିକ ତ୍ରୁଟି ଯୋଗୁ ଏକ ପ୍ରଶିକ୍ଷଣ ବିମାନ କର୍ଣ୍ଣାଟକର କାଲାବୁରାଗିସ୍ଥିତ ଜଣେ ବ୍ୟକ୍ତିଙ୍କ ଚାଷ ଜମିରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଜରୁରୀକାଳୀନ ଅବତରଣ କରିଛି। ଏହି ବିମାନରେ ଦୁଇଜଣ ମହିଳା ପାଇଲଟ ଥିଲେ। ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର … Read More