ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ ପରିବର୍ତ୍ତେ ଦିଆଗଲା ମୁଢି

ବାରିପଦା: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଗଲା ମୁଢି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ବ୍ରହ୍ମପୁର ହାଇସ୍କୁଲର ଛାତ୍ରଛାତ୍ରୀଙ୍କୁ ଡାଲି ସହ ମୁଢି ଦିଆଯାଇଛି। ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ (ଏମଡିଏମ) ଯୋଜନାରେ ଭାତ ବଦଳରେ ଛାତ୍ରଛାତ୍ରୀଙ୍କୁ ଦିଆଯାଉଛି ମୁଢି। … Read More

କଟକ ସହରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା

କଟକ: ସାରା ରାଜ୍ୟରେ ମୌସୁମୀ ବର୍ଷା । ମୌସୁମୀ ବର୍ଷାରେ କଟକ ସହରର ବିଭିନ୍ନ ସାହି ଓ ତଳିଆ ଅଞ୍ଚଳରେ ବର୍ଷା ଜଳ ଜମିବାରୁ ଜଳବନ୍ଦୀ ସ୍ଥିତି ଉପୁଜିଛି । ବିଶେଷ କରି ସୂତାହାଟ, ପଟ୍ଟାପୋଲ, ଓଡ଼ିଆ ବଜାର, ଗମ୍ମାଢିଆ ଭଳି … Read More

ନାଗା ବାବା ଲୁଟିନେଲେ ସୁନାଗହଣା, ନନ୍ଦନକାନନ ଥାନାରେ ଅଭିଯୋଗ

ଭୁବନେଶ୍ୱର : ନାଗା ବାବା ଲୁଟିନେଲେ ସୁନାଗହଣା । ଭିକ୍ଷା ମାଗିବା ନାରେ ଘରକୁ ଆସି ସୁବିଧା ସୁଯୋଗ ଦେଖି ସୁନା ଗହଣା ଲୁଟିନେଇ ଛୁ ହୋଇଗଲେ ଉତର ପ୍ରଦେଶରୁ ଆସିଥିବା ନାଗାସାଧୁ । ଭୁବନେଶ୍ୱର ଉପକଣ୍ଠ ରଘୁନାଥପୁର ଗାଁରେ ଘଟିଛି ଏଭଳି … Read More

ସଚିବଙ୍କୁ ଏତେ ସୁରକ୍ଷା କାହିଁକି: ଅପରାଜିତା

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିଜେପିର ଜାତୀୟ ସଭାପତି ଜଗତ ପ୍ରସାଦ ନଡ୍ଡା ଏବଂ ପୂର୍ବତନ ଆଇଏଏସ ଅଧିକାରୀ ତଥା ଏବେର ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଅପରାଜିତା ଟ୍ବିଟ୍ କରି ଏକ ଚିଠି … Read More

ଅପରାଜିତାଙ୍କ ‘ଫାଇଭ ଟି ସଚିବ’ ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ସୌମ୍ୟରଞ୍ଜନ

ଭୁବନେଶ୍ୱର: ଫାଇଭ ଟି ସଚିବ ଆଇଏଏସ ଚାକିରିରି ଦୁରୂପଯୋଗ କରୁଛନ୍ତି ବୋଲି ଅଭିଯୋଗ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜନୈତିକ ମାହୋଲକୁ ସରଗରମ କରିଥିବା ବେଳେ ଏବେ ଖୋଦ୍ ଶାସକ ଦଳର ବିଧାୟକ ତଥା ଓଡ଼ିଶାର ଅଗ୍ରଣୀ ଖବରକାଗଜ ‘ସମ୍ବାଦ’ର ସମ୍ପାଦର … Read More

ମେଡିକାଲ ଛାତରୁ ଖସିଲା କଂକ୍ରିଟ୍, ଅଳ୍ପକେ ବର୍ତ୍ତିଲେ ରୋଗୀ

ଆନନ୍ଦପୁର:  ଆନନ୍ଦପୁର ଉପଖଣ୍ଡ ମୁଖ୍ଯ ଚିକିତ୍ସାଳୟ ଠାରେ ଘଟିଛି ଅଘଟଣ। ମେଡିକାଲର ଓପିଡି ବିଭାଗରେ ଡାକ୍ତରଙ୍କୁ ଦେଖାଇବାକୁ ଅନେକ ରେଗୀ ଧାଡିରେ ରହିଥବା ସମୟରେ ହଠାତ୍ ଛାତରୁ କଂକ୍ରିଟ ଖସିବାରୁ ଜଣେ ରୋଗୀ ଆହତ ହୋଇଛନ୍ତି। ତେବେ ସୋଭାଗ୍ଯ ବସତଃ ଅନ୍ୟ … Read More

ରାଜଧାନୀରେ ଲୁଟେରାକୁ ହାତଗୋଡ଼ ବାନ୍ଧି ଉଲଗ୍ନ କରି ପିଟିଲେ

ଭୁବନେଶ୍ୱର: ରାଜଧାନୀରେ ଆଇନ୍ ଶୃଙ୍ଖଳା ପରିସ୍ଥିତି ଏକଦମ୍ ହୁଗୁଳା ହୋଇପଡିଛି । ନା ଥାନାର କୌଣସି ଭୟ ଅଛି ନା ପୁଲିସକୁ କୌଣସି ପ୍ରକାର ଖାତିର । ଶେଷ ସୀମାରେ ପହଞ୍ଚିଛି ଆଇନ୍ ଶୃଙ୍ଖଳା ପରିସ୍ଥିତି । ଜଣେ ଯୁବକଙ୍କୁ ରାଜଧାନୀ … Read More

ଠିକାଦାର ରମେଶ ରାଉତ ହତ୍ୟା ଘଟଣା: ୪ ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା: ଟାଙ୍ଗୀ ଥାନା ଅନ୍ତର୍ଗତ ଚନ୍ଦନେଶ୍ୱର ଛକରେ ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଦୁର୍ବୃତ୍ତଙ୍କୁ ପୁଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ ପରିଡ଼ା, ସନ୍ତୋଷ ପ୍ରଧାନ, ଦିଲ୍ଲୀପ କୁମାର … Read More

ଜୁଲାଇ ୧ ରେ ଓଟିଇଟି ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀଙ୍କୁ ପରୀକ୍ଷା ଦେବାର … Read More