କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ମାକେନ

୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ଏକାଠି ହେବାକୁ ବିରୋଧୀ କରୁଥିବା ଯୋଜନାରେ ଭଟା ସୃଷ୍ଟି ହେବାରେ ଲାଗିଛି। ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଆପ୍‌ ଓ କଂଗ୍ରେସ ମଧ୍ୟରେ ସୃଷ୍ଟି ହୋଇ ବିବାଦ ଦିନକୁ ଦିନ ତୀବ୍ର ହେଉଛି। ଦୁଇ ଦଳ … Read More

ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ … Read More

ଦିଗପହଣ୍ଡି ବସ୍ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଗଞ୍ଜାମ : ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ … Read More

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି

ସମ୍ଵଲପୁର : ସାରା ଓଡ଼ିଶାରେ ମୌସୁମୀ ପ୍ରବେଶ କରିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଇନଫ୍ଲୋ ବୃଦ୍ଧି ପାଇଛି। ରବିବାର ଜଳସ୍ତର ୬୦୦.୪୫ ଫୁଟ ଥିବାବେଳେ ତାହା ଆଜି ବୃଦ୍ଧି ପାଇ ୬୦୧.୩୯ ଫୁଟରେ ପହଞ୍ଚିଛି। … Read More

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା

ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ରାଶି ଘୋଷଣା। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍‌ ପାଣ୍ଠି ପକ୍ଷରୁ … Read More

ପିଏମ୍ ଆବାସ ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ପୃଥ୍ୱୀରାଜ

ଭୁବନେଶ୍ୱର: ପିଏମ ଆବାସ ଯୋଜନା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ପ୍ରେସମିଟ୍‌ରେ ଦାବିକଲେ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖନ୍ତୁ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ପିଏମ୍ … Read More

ଦିଗପହଣ୍ଡି ବସ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି ଭୟଙ୍କର ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି । ଦୁର୍ଘଟଣାସ୍ଥଳକୁ ଯାଉଛି ଜଏଣ୍ଟ ଟିମ୍‌।  ଦିଗପହଣ୍ଡି ବସ୍‌ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ … Read More

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଦୁଇ ବସ ମୁହାଁମୁହିଁ, ୧୨ ମୃତ

ବ୍ରହ୍ମପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ରେ ଚାଲିଗଲା ୧୨ଜଣଙ୍କ ଜୀବନ । ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଖେମୁଣ୍ଡି କଲେଜ ନିକଟରେ । ଆହୁରି ଛଅ ଜଣଙ୍କୁ ଆହତ ଅବସ୍ଥା ରେ ବ୍ରହ୍ମପୁର ଏମ କେ ସି ଜି କୁ … Read More