ରଥଉପରେ ମହାପ୍ରଭୁଙ୍କ ସୁନାବେଶ, ରାତି ୧୨ଟା ପର୍ଯ୍ୟନ୍ତ ଦେବେ ଦର୍ଶନ
ପୁରୀ : ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ଦାଣ୍ଡରେ ବିରାଜମାନ ତିନିରଥ ଉପରେ ମହାପ୍ରଭୁ ସୁନାବେଶ(ବଡ଼ତଢ଼ାଉ ବେଶ)ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମହାପ୍ରଭୁଙ୍କ ଏହି ବିରଳ ବେଶ ଦର୍ଶନ କରି ଲକ୍ଷାଧିକ ଭକ୍ତ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରଶାସନ ପକ୍ଷରୁ … Read More