କ୍ଷମତା ନୁହେଁ, ଦାୟିତ୍ୱ ଦିଆଯାଇଛି: ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର: ୫ଟି ସଚିବ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲା ବିଜେଡି । ଏହି ପ୍ରସଙ୍ଗରେ ବିରୋଧୀଙ୍କୁ ଜବାବ ଦେଇଛନ୍ତି  ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ । କହିଲେ, ‘କ୍ଷମତା ହସ୍ତାନ୍ତର କରାଯାଇନି  ।   କର୍ତ୍ତବ୍ୟ  କରିବାକୁ ଦାୟିତ୍ବ ଦିଆଯାଇଛି’ । … Read More

ବରିଷ୍ଠ ସାମ୍ବାଦିକ ଜଗନ ମୋହନ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର:ପରଲୋକରେ ବ୍ରହ୍ମପୁରର ବରିଷ୍ଠ ସାମ୍ବାଦିକ ଡ. ଜଗନ ମୋହନ ମହାପାତ୍ର ।  ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି।  ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା କାଜୁଆଲିଟିରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ … Read More

ଆଉ ୨ବର୍ଷ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ ଅବଧି

ଭୁବନେଶ୍ୱର: ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ର ଅବଧିକୁ କେନ୍ଦ୍ର ସରକାର ଆଉ ୨ବର୍ଷ ବୃଦ୍ଧିକରିଛନ୍ତି । ଟ୍ରିବ୍ୟୁନାଲଙ୍କ ଅବଧି ୨୦୨୬ ଏପ୍ରିଲ ୧୩ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ଧାର୍ଯ୍ୟ ସମୟସୀମା ମଧ୍ୟରେ ଟ୍ରିବ୍ୟୁନାଲ ଏହି ବିବାଦର ସମାଧାନ କରିବାରେ ସକ୍ଷମ ହୋଇନଥିବାରୁ … Read More

ପୁଣି ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାରେ ପୁଣି କୁମ୍ଭୀର ଆତଙ୍କ । ଜଣେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଆଜି ଭୋରୁ ଭୋରୁ କେନ୍ଦ୍ରାପଡା ବ୍ଲକ ଘାଗରା ପଞ୍ଚାୟତରେ ଅଘଟଣ । ଘଗରାଡିଆର ଗଙ୍ଗାଧର ତରାଇ ଶୌଚ ପାଇ ବ୍ରାହ୍ମଣୀ ନଦୀକୁ ଯାଇଥିବା ବେଳେ କୁମ୍ଭୀର ଟାଣିନେଇଛି … Read More

ଗାଡ଼ି ସାଇଡ୍ ମରାକୁ ନେଇ ରାଜଧାନୀରେ ଗୁଳିକାଣ୍ଡ; ୩ ଗୁରୁତର

ଭୁବନେଶ୍ୱର : ରାଜଧାନୀରେ ଗୁଳିକାଣ୍ଡ । ଗାଡ଼ି ସାଇଡ଼୍ ମରାକୁ ନେଇ ବିଜେଡ଼ି କର୍ପୋରେଟରଙ୍କୁ ଗୁଳିମାଡ଼ । ଗୁଳିମାଡ଼ରେ ୩ ଜଣ ଆହତ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି । ଆହତମାନେ ୱାର୍ଡ -୩୨ ବିଜେଡି କର୍ପୋରେଟର ଶ୍ରୀଧର ଜେନା, ଶିଖର … Read More

ମହାଆଡ଼ମ୍ବରରେ ଇଦ୍ ଉଲ ଫିତର ପାଳନ

ଭୁବନେଶ୍ୱର: ଆଜି ପବିତ୍ର ଇଦ୍ । ଉତ୍ସାହର ସହିତ ଇଦ୍ ଉଲ ଫିତର ପାଳନ କରୁଛନ୍ତି ଦେଶର ମୁସଲମାନ ଭାଇଭଉଣୀ । ମହାଆଡ଼ମ୍ବରରେ ସାମୂହିକ ନମାଜ ପାଠର ବ୍ୟବସ୍ଥା ହୋଇଛି । ସାଙ୍ଗସାଥୀ ଓ ବନ୍ଧୁବାନ୍ଧବଙ୍କୁ ନେଇ ଇଦ୍ ପାଳନ କରୁଛନ୍ତି … Read More

ଦିଗପହଣ୍ଡିରେ ଡ଼ବଲ ମର୍ଡର, ୨ ଜଣଙ୍କୁ ହତ୍ୟା କରି ଜାଳି ଦେଲେ ଦୁର୍ବୃତ୍ତ, ଗାଁ ପୁରୁଷଶୂନ୍ୟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମହୁଡ଼ା ଗ୍ରାମରେ ଘଟିଛି ଡବଲ୍ ମର୍ଡର୍। ଆସାମାଜିକଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ହୋଇ ଗାଁ ଲୋକମାନେ ମିଶି ଦୁଇଜଣ ଯୁବକଙ୍କୁ ପିଟିପିଟି ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏହାପରେ ଉଭୟ ଯୁବକଙ୍କ ଦେହରେ … Read More