ଭୁବନେଶ୍ୱରର ଚାରିଆଡ଼େ ଜଳାର୍ଣ୍ଣବ : ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୧୮୬ମିମି ବର୍ଷା ରେକର୍ଡ

ଭୁବନେଶ୍ବର : ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଅପାରଗତା ଯୋଗୁ ରାଜଧାନୀର ୮୦ ପ୍ରତିଶତ ଅଂଚଳରେ ଏବେ ଜଳାର୍ଣ୍ଣବ ସମସ୍ୟା । ଜଳ ନିଷ୍କାସନ ପାଇଁ ବାଟ ନାହିଁ । କେଉଁଠି ଘର ଭିତରେ ଆଣ୍ଠୁଏ ପାଣି ତ, କେଉଁଠି ମୁଖ୍ୟ ରାସ୍ତାରେ … Read More

ଅଗଷ୍ଟ ୩ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ୍ ଅବଧି

ଭୁବନେଶ୍ୱର: ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଖରାପ ପାଗକୁ ଦୃଷ୍ଟିରେ ରଖି ସରକାର ଦ୍ୱାଦଶ ସ୍ପଟ୍ ଆଡମିଶନ ଅବଧିକୁ ୩ ଅଗଷ୍ଟ ଯାଏ ବଢ଼ାଇଛନ୍ତି । ଏନେଇ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ … Read More

ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲା, ଷ୍ଟାଫ ସିଲେକ୍ସନ କମିସନ ଅଧ୍ୟକ୍ଷଙ୍କ ଇସ୍ତଫା ସହ ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ୍ (ଓଏସ୍ଏସସି) ପ୍ରଶ୍ନପତ୍ର ଲିକ୍ ଘଟଣାକୁ ବିରୋଧ କରି ସୋମବାର ଶତାଧିକ ଚାକିରି ଆଶାୟୀ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଶୋଭାଯାତ୍ରା କରିଛନ୍ତି। ନିଯୁକ୍ତି ପ୍ରକ୍ରିୟାକୁ ନେଇ ହୋଇଥିବା ଅନିୟମିତତାର … Read More

ବାଲେଶ୍ୱରରେ ବନ୍ଦେ ଭାରତ ଟ୍ରେନ୍ ଉପରକୁ ପଥର ଫିଙ୍ଗି ନାବାଳକ ଗିରଫ

ବାଲେଶ୍ୱର: ପଥର ଫିଙ୍ଗି ବନ୍ଧା ହେଲେ ନାବାଳକ । ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ ଉପରକୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍ ଜଣେ ନାବାଳଙ୍କୁ ଗିରଫ କରିଛି । ପଥର ଫିଙ୍ଗିବା ପରେ ଆଉ ୨ ଜଣ ଯୁବକ ଖସି ପଳାଇବାରେ ସକ୍ଷମ … Read More

ଏଏସଓ ନିଯୁକ୍ତି ପରୀକ୍ଷା: ରିଭ୍ୟୁ ପିଟିସନ ଖାରଜ, ପୂର୍ବ ରାୟ କାଏମ ରଖିଲେ ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ଦ୍ୱାରା ପରିଚାଳିତ ସହକାରୀ ସେକ୍ସନ ଅଫିସର (ଏଏସଓ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଅନିୟମିତତା ସମ୍ପର୍କିତ ରିଭ୍ୟୁ ଓ ରିଟ୍ ପିଟିସନ୍କୁ ସୋମବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ନୂଆ ମେରିଟ୍ ଲିଷ୍ଟ ପ୍ରକାଶ ପାଇଁ … Read More

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍‍ର ୩ ଛାତ୍ର କୃତକାର୍ଯ୍ୟ

ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍‍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍‍ଗୁନୀ ଶବର … Read More

କଲର୍ଭଟ ଭୁଶୁଡି ୫ ମୃତ ଘଟଣା: ପୁଅ ଓ ସ୍ୱାମୀଙ୍କୁ ହରାଇବା ପରେ ବିଷ ପିଇଦେଲେ ମହିଳା

ରାୟଗଡା: କଲଭର୍ଟ ଭୁଶୁଡିବା ଘଟଣାର ପୁଣି ଏକ ବିକଳ ଦୃଶ୍ୟ ସାମ୍ନାକୁ ଆସିଛି । ସକାଳୁ ସକାଳୁ କଲଭର୍ଟ ଭୁଶୁଡିବା ଘଟଣାରେ ଚାଲିଗଲା ସ୍ୱାମୀ ଓ ପୁଅଙ୍କ ଜୀବନ । ଏମିତି ଦୁଃଖଦ ଖବର ଶୁଣିବା ପରେ ମାନସିକ ଭାରସାମ୍ୟ ହରାଇ … Read More

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ … Read More

ଅବହେଳିତ ସରକାରୀ କର୍ମଚାରୀଙ୍କ ଗର୍ଜନରେ କମ୍ପିଲା ଲୋୟର ପିଏମଜି

ଭୁବନେଶ୍ୱର: ସକାଳୁ ସକାଳୁ କମ୍ପୁଥିଲା ଲୋୟର ପିଏମଜି । ସରକାରଙ୍କ ଦ୍ୱାରା ଅବହେଳିତ, ଉପେକ୍ଷିତଙ୍କ ଗର୍ଜନରେ ଥରୁଥିଲା ରାଜଧାନୀ ଛାତି। ଗୋଟିଏ ପଟେ ବିଭିନ୍ନ ଦାବି ନେଇ ଏକାଠି ହୋଇଥିଲେ ସରକାରୀ ଆଉଟସୋର୍ସିଂ କର୍ମଚାରୀ । ଅନ୍ୟପଟେ ଗର୍ଜୁଥିଲେ ଏକ୍ସ କ୍ୟାଡର … Read More

୫ ଲକ୍ଷ ଟଙ୍କା ନେଇ ବସରେ ଯାଉଥିଲେ ପୂର୍ବତନ ଜିଏମ; ଧରିଲା ଭିଜିଲାନ୍ସ

ଭୁବନେଶ୍ୱର: ୫ ଲକ୍ଷ ୫୪ ହଜାର ଟଙ୍କା ସହ ଧରାପଡ଼ିଲେ ଅବସରପ୍ରାପ୍ତ   ସରକାରୀ ଅଧିକାରୀ  । ବସରେ ଭୁବନେଶ୍ୱର ଆସୁଥିବା ବେଳେ ଚନ୍ଦ୍ରଗିରିରେ ଧରିଲା ଭିଜିଲାନ୍ସ । ଏତେ ଟଙ୍କା ନେଇ କୁଆଡେ ଯାଉଥିଲେ  ? ସେ ନେଉ ଖୋଳତାଡ ଚଲାଇି … Read More