ତାଲିବାନ ସହ ମିଶିବାକୁ ଚାହୁଁଛି ଅଲ କାଏଦା

ଇସଲାମବାଦ : ଆଗକୁ ବଢ଼ିବ ସନ୍ତ୍ରାସବାଦୀ ଆକ୍ରମଣ । ଦକ୍ଷିଣ ଏସିଆରେ ସୃଷ୍ଟି କରିବେ ଅସ୍ଥିରତା । କାରଣ ମିଶିବାକୁ ଯାଉଛନ୍ତି ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି)ସହ ଅଲକାଏଦା ସନ୍ତ୍ରାସବାଦୀ ସଂଗଠନ । ଏମିତି ଖବର ସମ୍ବଳିତ ରିପୋର୍ଟ ଦିଆଯାଇଛି ଜାତିସଂଘ ନିରାପତ୍ତା ପରିଷଦକୁ … Read More

ତାତିଲେ ଗ୍ରାମବାସୀ, ପୁଲିସ ଗାଡିକୁ ଅଟକାଇଲେ

ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜୟପୁରଶାସନ ଗ୍ରାମର ମେଳଣ ପଡ଼ିଆ ଠାରେ ଶନିବାର ରାତିରେ ପୁଲିସ ଭ୍ୟାନ୍‌‌କୁ କେତେକ ମହିଳା ଓ ପୁରୁଷ ମାନେ ଏକ ଘଣ୍ଟାରୁ ଅଧିକ ସମୟ କାଳ ଅଟକାଇ ରଖିଥିଲେ। ପିପିଲି ଥାନା ଅଧିକାରୀ ଦୀପକ କୁମାର … Read More

ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲଙ୍କ ଆଶଙ୍କା, ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଭୂମିକା

ନୂଆଦିଲ୍ଳୀ : ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଶକ୍ତିର ଭୂମିକା। ଏହାକୁ ଅସ୍ୱୀକାର କରାଯାଇ ପାରିବ ନାହିଁ ବୋଲି ଆଶଙ୍କା କରାଯାଇଛି। ଚୀନ୍‌ ଆଡ଼କୁ ଅଙ୍ଗୁଳି ଦେଖାଇଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନର୍ଭାଣେ। ବିଭିନ୍ନ ଉଗ୍ରବାଦୀ ସଂସ୍ଥାଙ୍କୁ … Read More

ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ନୂଆଦିଲ୍ଲୀ: ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ନୂଆ ଟିମରେ ପୁଣି ସ୍ଥାନ ପାଇଲେ ବୈଜୟନ୍ତ। ସେ ତୃତୀୟ ଥର ଲାଗି ଦଳର ଏହି ଉଚ୍ଚ ପଦ ପାଇବାରେ … Read More

ମିଥ୍ୟା ତଥ୍ୟ ଦେଇ ଅଭିଯୁକ୍ତକୁ ଖସାଇ ଦେଇଥିଲେ, ଚାକିରିରୁ ବହିଷ୍କୃତ ହେଲେ ସହକାରୀ ଯନ୍ତ୍ରୀ

କଟକ/ବରଗଡ଼: ଭିଜିଲାନ୍ସ ମାମଲାରେ ମିଛ ସାକ୍ଷୀ ଦେଇ ଚାକିରିରୁ ବହିଷ୍କୃତ ହେଲେ ବିଜେପୁରର ଆର ଡବ୍ଲୁ ଏସ ଏସ ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ଭଞ୍ଜ ନାୟକ। ଅଭିଯୁକ୍ତକୁ ସାହାଯ୍ୟ ପାଇଁ ସାକ୍ଷୀଭାବେ ମିଥ୍ୟା ପ୍ରମାଣ ଦେଇଥିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। … Read More

କନିଷ୍ଠ ଯନ୍ତ୍ରୀ (ସିଭିଲ) ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା: ୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ବର: ପ୍ରଶ୍ନପତ୍ର ଲିକ୍ ମାମଲାରେ ୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରିକଲା ଓଏସଏସସି। ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିସନ୍‌(ଓଏସଏସସି) ଦ୍ବାରା ପରିଚାଳିତ କନିଷ୍ଠ ଯନ୍ତ୍ରୀ (ସିଭିଲ) ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଗୁରୁବାର ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ … Read More

କନ୍ଧମାଳରେ ବର୍ଷା : ବାହ୍ୟ ଜଗତରୁ ବିଚ୍ଛିନ୍ନ ୧୫ରୁ ଊର୍ଦ୍ଧ୍ୱ ଗାଁ

ଫୁଲବାଣୀ : ପାହାଡ଼ିଆ ନଦୀ ପାଣି ଭସାଇନେଲା ଆପ୍ରୋଚ୍‌ ରୋଡ୍‌। ଯେଉଁଥିପାଇଁ ୧୫ରୁ ଊର୍ଦ୍ଧ୍ୱ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଲୋକମାନେ ଗୃହବନ୍ଦୀ ଜୀବନ ଅତିବାହିତ କରୁଛନ୍ତି। ଲଗାଣ ବର୍ଷା ଯୋଗୁ ଏପରି ବେହାଲ୍‌ ସ୍ଥିତି ଦେଖିବାକୁ ମିଳିଛି କନ୍ଧମାଳ … Read More

ଠିକାଦାର ସୁପରଭାଇଜରଙ୍କୁ ଗୁଳିମାଡ଼

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ପୁଣି ଫୁଟିଲା ଗୁଳି। ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଛନ୍ତି ଜଣେ ଯୁବକ। ମାର୍ଶାଘାଇ ଥାନା ମଙ୍ଗଳା ଛକରେ ଆଜି ଏହି ଗୁଳିମାଡ଼ ହୋଇଛି। ଗୁଳିମାଡ଼ର ଶିକାର ଯୁବକଙ୍କ ନାଁ ଶକ୍ତିଚନ୍ଦନ ମହାନ୍ତି। ସଂପୃକ୍ତ ଯୁବକଙ୍କ ପେଟରେ ଗୁଳି … Read More

ସମୁଦ୍ରରେ ଗାଧୋଇବା ବେଳେ ବୁଡିଯାଇ ଯୁବକ ନିଖୋଜ

ପୁରୀ : ସମୁଦ୍ରରେ ଗାଧୋଇବା ହେଲା କାଳ । ବୁଡିଗଲେ ଯୁବକ । ପୁରୀ ସମୁଦ୍ରରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ । ନିଖୋଜ ଯୁବକ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ଗୋଲପୁର ଅଞ୍ଚଳର ସଞ୍ଜୟ କୁମାର ଜେନା । ଆଜି ଦିନ ୧୧ଟାରେ … Read More

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର: ପାଇଖାନା ଟାଙ୍କି ସଫା କରିବା ବେଳେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଶନିବାର ମଧ୍ଯାହ୍ନରେ ଏ ଅଘଟଣ ଘଟିଛି ଭୁବନେଶ୍ୱରର ଶିଶୁପାଳଗଡ଼ ଅଞ୍ଚଳରେ । ଶିଶୁପାଳଗଡ଼ର ରଘୁନାଥ ନଗରରେ ପାଇଖାନା ଟାଙ୍କି ସଫା କରିବା ଲାଗି ୨ ଶ୍ରମିକ ଯାଇଥିଲେ … Read More