ରତ୍ନବେଦିରେ ଶ୍ରୀଜିଉ ; ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଂଜନ କଲେ ମହାବାହୁ
ପୁରୀ: ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ଶନିବାର ରାତିରେ ଚତୁର୍ଦ୍ଧାମୂର୍ତ୍ତି ନୀଳାଦ୍ରି ବିଜେ କରିବା ସହ ରତ୍ନବେଦିରେ ଅଧିଷ୍ଠିତ ହୋଇଛନ୍ତି। ବିଜେ କାହାଳୀ, ଘଣ୍ଟଘଣ୍ଟାର ତାଳେ ତାଳେ ଗୋଟି ପହଣ୍ଡିରେ ଶ୍ରୀବିଗ୍ରହମାନେ ନୀଳକନ୍ଦରକୁ ବିଜେ କରିଛନ୍ତି। ହରିବୋଲ, … Read More