ବଢିବ ବର୍ଷାର ପରିମାଣ, ୮ ଜିଲ୍ଲାକୁ ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ
ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବଢିବ ବିସ୍ତୃତି । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, … Read More