ପୁଣି ଥରିଲା ସୁଦାନ: ଖାର୍ତୂମ୍‌ରେ ବିମାନ ଆକ୍ରମଣ ଯୋଗୁ ୨୨ ନିହତ, ଅନେକ ଆହତ

ନୂଆଦିଲ୍ଲୀ : କିଛି ଦିନର ନିରବତା ପରେ ପୁଣି ଥରିଲା ସୁଦାନ । ଏୟାର ଷ୍ଟ୍ରାଇକ୍‌ରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆହୁରି ଅନେକ ଆହତ ହୋଇଥିବା କଥା ପ୍ରତ୍ୟକ୍ଷଦର୍ଶୀ ଓ ସରକାରୀ ଅଧିକାରୀମାନେ କହିଛନ୍ତି। ସୁଦାନ ଆର୍ମୀ ଓ ଅର୍ଦ୍ଧ … Read More

ଅପରେଶନ White Spider: ୧୧୦୦ ଗ୍ରାମର ବ୍ରାଉନସୁଗାର ଜବତ କଲା ଏସଟିଏଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ଏସଟିଏଫ୍ ଓ ଖୋର୍ଦ୍ଧା ଜିଲ୍ଲା ପୋଲିସକୁ ବଡ଼ ସଫଳତା । ଖୋର୍ଦ୍ଧା ଜିଲ୍ଲା ସିମର-ବାଙ୍କି ରୋଡ଼ ଓସ୍ତପୁର ଗାଁ ନିକଟରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରିଛି ଏସଟିଏଫ ଓ ଖୋର୍ଦ୍ଧା ପୋଲିସର ମିଳିତ ଟିମ । ଏହାସହ … Read More

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା: ବିଭିନ୍ନ ରାଜନୈତିକ ଦଳର ୨୦ କର୍ମୀଙ୍କ ମୃତ୍ୟୁ

କୋଲ୍‌କାତା: ଆଉ ୨ଜଣ ‘ତୃଣମୂଳ କଂଗ୍ରେସ କର୍ମୀ’ଙ୍କୁ ହତ୍ୟା କରାଯିବା ପରେ ଆଜି ସକାଳସୁଦ୍ଧା ପଶ୍ଚିମବଙ୍ଗ ନିର୍ବାଚନୀ ହିଂସାକାଣ୍ଡଜନିତ ମୃତ୍ୟୁସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ବିଶେଷସୂତ୍ରରୁ ପ୍ରାପ୍ତ ସୂଚନା ଅନୁସାରେ, ଶନିବାର ରାତିରେ ମାଲ୍‌ଦାର … Read More

ସରାଇ ଆପ ଅଧୀନରେ ଅଣ ସ୍ୱୀକୃତିପ୍ରାପ୍ତ ହୋଟେଲରେ କମିଶନରେଟ ପୋଲିସର ଚଢ଼ାଉ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ହୋଟେଲରେ କମିଶନରେଟ ପୋଲିସର ଚଢ଼ାଉ । ଏଣିକି ସନ୍ଦିଗ୍ଧଙ୍କ ପ୍ରବେଶ ବା ରହଣୀ ସମ୍ପର୍କରେ ତୁରନ୍ତ ଖବର ପାଇବ କମିଶନରେଟ ପୋଲିସ । ସରାଇ ଆପ ଅଧୀନରେ ଅଣ ସ୍ୱୀକୃତିପ୍ରାପ୍ତ ହୋଟେଲରେ ଚଢ଼ାଉ । ହୋଟେଲ ଗୁଡ଼ିକ … Read More

ଓଟିପି ସେୟାରିଂ ମାମଲା : ଭୁବନେଶ୍ୱରରେ NIA ଓ ATS ଟିମ

ଭୁବନେଶ୍ୱର : ଖାଲିବ ଓଟିପି ସେୟାରିଂ ସ୍କାମର ଗୁମର । ତଥ୍ୟ ଉଗାରିବ ମୁଖ୍ୟ ଅଭିଯୁକ୍ତ ଅଭିଜିତ୍‌ ସଞ୍ଜୟ ଜମ୍ବୁରୀ । ତାକୁ ଆଜି ଜେରା କରିବ ମୁମ୍ବାଇ ATS ଓ ଏନଆଇଏ ଟିମ୍‌ । ଏଥିପାଇଁ ଭୁବନେଶ୍ୱରରେ ପହଞ୍ଚିଛି ମୁମ୍ବାଇର ଆଣ୍ଟି … Read More

ବିଟ୍‌ କଏନ୍‌ ଲୋଭରେ ଫସିଲେ ୨ ଯୁବକ; ହରାଇଲେ ୪୩ ଲକ୍ଷ ଟଙ୍କା

କଟକ : ବିଟ୍‌ କଏନ୍‌ କିଣିବା ଲୋଭରେ ଫସିଲେ କଟକର ଦୁଇ ଆଇଟି ପ୍ରଫେସନାଲ୍‌ ଯୁବକ । ଆକାଉଣ୍ଟରୁ ଗାଏବ ହୋଇଗଲା ୪୩ ଲକ୍ଷ ଟଙ୍କା । ଏନେଇ କଟକ କମିସନରେଟ୍‌ ପୋଲିସର ସାଇବର୍‌ ଥାନାରେ ଅଭିଯୋଗ ହୋଇଛି । ପୋଲିସ … Read More

ଓଡିଶାର ଶିକ୍ଷାନୁଷ୍ଠାନ ମୂଲ୍ୟାୟନରେ ରାଜନୀତି ହେଉଛି: ବିଜେଡି

ଭୁବନେଶ୍ୱର: ପିଜିଆଇ ରିପୋର୍ଟରେ ଓଡିଶା ୨୪ତମ ସ୍ଥାନକୁ ହ୍ରାସ ପାଇବା ପରେ ଶାସକ ଦଳ ପ୍ରତିକ୍ରିୟା ରଖିଛି। ଓଡିଶାର ଶିକ୍ଷାନୁଷ୍ଠାନଗୁଡିକର ମୂଲ୍ୟାୟନ କ୍ଷେତ୍ରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ରାଜନୀତି କରୁଛନ୍ତି। ଗ୍ରାମୀଣ ଗୃହନିର୍ମାଣ, ମନରେଗା, ଦକ୍ଷତା ବିକାଶ, କ୍ରୀଡ଼ା ପ୍ରୋତ୍ସାହନ, ବିପର୍ଯ୍ୟୟ ପରିଚାଳନା … Read More

ସରିଲା ରେଡ଼୍, ଆୟକର ଫାଙ୍କିବା ଅଭିଯୋଗ ମିଛ ବୋଲି କହିଲେ ଡିଏନ୍ ଗ୍ରୁପ୍ ମୁଖ୍ୟ ଜଗଦୀଶ

ଭୁବନେଶ୍ୱର: ଚାରି ଦିନର ଛାନଭିନ ପରେ ଶେଷ ହୋଇଛି ଡିଏନ ଗ୍ରୁପ୍ ଉପରେ ଆୟକର ବିଭାଗର ରେଡ । ତିନି ଦିନର ରେଡ ପରେ ଡିଏନ ଗ୍ରୁପ ଅଧ୍ୟକ୍ଷଙ୍କୁ ପଚରାଉଚରା କରିଥିଲା ଆୟକର ବିଭାଗ । ଡିଏନ ଗ୍ରୁପ ମାଲିକ ଜଗଦୀଶ ନାୟକ … Read More