ଉଚ୍ଚଶିକ୍ଷା ପାଇଁ ଅନୁସୂଚିତ ଜାତି ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଜନଜାତି ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ଦିଆଯିବ ଆର୍ଥିକ ସହାୟତା । ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜାନଜାତିର ଛାତ୍ରଛାତ୍ରୀ ଏକକାଳୀନ ୫୦ ହଜାର ଟଙ୍କାର ସହାୟତା … Read More