ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମପୀଠର ବିକାଶ ଲାଗି ୬ କୋଟି ୪୧ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ … Read More

୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

ଭୁବନେଶ୍ୱର: ଓଡ଼ିଶାରେ ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ପରେ ସ୍ବତନ୍ତ୍ର ରିଲିଫ୍ କମିସନର  ଜିଲ୍ଲାପାଳ ଓ ପୌର କମିସନରମାନଙ୍କୁ ବର୍ଷା ସତର୍କତାନେଇ ଚିଠି ଲେଖିଛନ୍ତି। … Read More

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୩ଶହ ପାର୍

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୩ଶହ ପାର୍ କରିଛି। ଗତକାଲି ସୁଦ୍ଧା ରାଜ୍ୟରେ ୩୦୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏବେ ଧୀରେ ଧୀରେ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗକୁ ଏହି ସଂଖ୍ୟା ଅହୁରି ବଢ଼ିପାରେ … Read More

ମାଟି ତଳୁ ନାବାଳକର ମୃତଦେହ ଉଦ୍ଧାର, ଦୁଇ ଦିନ ଆଗରୁ ପୋତିଥିଲା ଜିଆରପି

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଶନିବାର ଜଣେ ନାବାଳକର ମୃତଦେହ ମାତିତଳୁ ଉଦ୍ଧାର କରା ଯାଇଛି।  ନାବାଳକ ଜଣକ ହେଲେ କଣ୍ଟାବାଞ୍ଜିର ଲଳିତ ଜୈନ (୧୩)। ସୂଚନା ଅନୁସାରେ ଲଳିତ ଗତ ଗୁରୁବାର ସକାଳୁ ଘରୁ କୁଆଠେ ଚାଲିଯାଇଥିଲେ। ହେଲେ ପରିବାର … Read More

ୟୁପିଆଇ ମାଧ୍ୟମରେ ଦୁବାଇ ପଠାଇ ହେବ ଟଙ୍କା

ଆବୁଧାବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୟୁଏଇ ଗସ୍ତ କାଳରେ ଭାରତର ରିଜର୍ଭ ବ୍ୟାଙ୍କ ଓ ୟୁଏଇର କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ଦୁଇଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଗୋଟିଏ ବୁଝାମଣାପତ୍ର ଫଳରେ ଦୁଇ ଦେଶ ପରସ୍ପର ସହ ନିଜସ୍ବ ମୁଦ୍ରାରେ … Read More

ନୌସେନାରେ ସାମିଲ ହେବେ ୨୬ ରାଫେଲ, ଗୁରୁତ୍ୱପୂର୍ଣ୍ଣ ଡିଲକୁ ମଞ୍ଜୁରୀ

ନୂଆଦିଲ୍ଲୀ: ଭାରତୀୟ ନୌସେନାକୁ ନୂଆ ଜ୍ଞାନକୌଶଳରେ ନିର୍ମିତ ଲଢୁଆ ବିମାନ ରାଫେଲ କିଣିବାକୁ ହୋଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଯାଇଛି । ଏହି ଆଧାରରେ ନୌସେନାକୁ ୨୬ଟି ରାଫେଲ ମିଳିବ । ଡସାଲ୍ଟ ଏଭିଏସନର ଅଧ୍ୟକ୍ଷ ଓ ସିଇଓ ଏରିକ୍ ଟ୍ରେପିୟର କହିଛନ୍ତି … Read More

କଟାମୁଣ୍ଡ ଯୋଡିଦେଲେ ଡାକ୍ତର, ଦୁର୍ଘଟଣାରେ କଟିଯାଇଥିଲା ନାବାଳକର ମୁଣ୍ଡ

ନୂଆଦିଲ୍ଲୀ: ବିଶ୍ୱର ଆଉ ଏକ ବିରଳ ଅପରେସନ୍, ଯାହାକୁ ସମ୍ଭବ କରି ଦେଖାଇଛନ୍ତି ଇସ୍ରାଏଲର ଏକ ଡାକ୍ତରୀ ଟିମ୍ । ଏକ କାର ଦୁର୍ଘଟଣାରେ ୧୨ ବର୍ଷର ପୁଅ ସୁଲେମାନ୍ ହସନର ମୁଣ୍ଡ ଶରୀରଠାରୁ କକଟି ସାମାନ୍ୟ ଲାଗିଥିଲା । ହେଲେ … Read More

ଅଜଣା ଜନ୍ତୁ ଆକ୍ରମଣରେ ୪୦ ମେଣ୍ଡା ମୃତ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଳକ ଚାଉଳିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆରଦା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ଅଜଣା ଜନ୍ତୁ ଆକ୍ରମଣରେ ସାଧୁ ଚରଣ ରାଉତଙ୍କର ୪୨ଟି ମେଣ୍ଡାଙ୍କ ମୃତୁ ହୋଇଛି। ମେଣ୍ଢାମାନଙ୍କର ମୁଣ୍ଡ ଓ ବେକରେ କ୍ଷତ ଚିହ୍ନ … Read More

ଏକତରଫା ପ୍ରେମ ନିବେଦନ କଲେ ବିବାହିତ ଯୁବକ, ନିର୍ଧୁମ ଛେଚିଲେ ଲୋକେ

ବାଙ୍କୀ଼ : ଏକତରଫା ପ୍ରେମ ନିବେଦନ କରିବା ପଡିଲା ମହଙ୍ଗା । ଅଙ୍ଗନୱାଡି କର୍ମୀଙ୍କୁ ପ୍ରେମ ନିବେଦନ କରି କାନ ଧରି ଉଠ୍ ବସ୍ ହେଲେ ଜଣେ ବିବାହିତ ଯୁବକ । ଖାଲି ସେତିକି ନୁହେଁ ତାସହିତ ଗ୍ରାମବାସୀଙ୍କଠାରୁ ନିର୍ଧୁମ ଛେଚା ବି … Read More

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ, କ୍ରାଇମବ୍ରାଞ୍ଚ ରିପୋର୍ଟ

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ । ଜୀବନ ପ୍ରତି ବିପଦ ଥିବାରୁ ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କଲା ଗୋପାଳ ଦାସ । ସେ ହିଁ ହତ୍ୟାକାରୀ । ଗୋପାଳ ବ୍ୟତୀତ ହତ୍ୟାରେ ଆଉ କାହାର ସଂପୃକ୍ତି ନାହିଁ … Read More