ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍ ଚାର୍ଟ

ପୁରୀ: ଦୁର୍ମୂଲ୍ୟ ହେବନି ମହାପ୍ରସାଦ । ସୁଲଭ ମୂଲ୍ୟରେ ଆନନ୍ଦବଜାରରେ  ଅବଢା ଖାଇବେ ଭକ୍ତ । ଶ୍ରୀମନ୍ଦିରରେ ଠକେଇର ଶିକାର ହେବନି ଶ୍ରଦ୍ଧାଳୁ । ଏଣିକି ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦରର ଚାର୍ଟ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ … Read More

ଏଥର ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ କଟିବନି ଲାଇନ; ପ୍ରତିଶ୍ରୁତି ଦେଲେ ଟାଟା ପାୱାର CEO

କଟକ: ଏଥର କଟିବନି ଲାଇନ। ଅନ୍ଧାର ଦେଖିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦା ଅବ୍ୟବସ୍ଥାର ପୁନରାବୃତ୍ତି ଏଠାରେ ହେବନି । ରାଷ୍ଟ୍ରପତି ଙ୍କ ତିନି ଦିନିଆ ଓଡିଶା ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ଏ ନେଇ … Read More

ଜୁଲାଇ ୧୩ ଚନ୍ଦ୍ରଭାନୁ ଶତପଥୀ ଦିବସ ଭାବେ ଘୋଷଣା

ଭୁବନେଶ୍ୱର: ବିଶ୍ୱବ୍ୟାପୀ ମାନବ ଜୀବନର କଲ୍ୟାଣ ସାଧନା ତଥା ତାଙ୍କର ପ୍ରସିଦ୍ଧ କାବ୍ୟକୃତି ଶ୍ରୀଗୁରୁ ଭାଗବତ ନିମନ୍ତେ ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ସରକାରଙ୍କ ପକ୍ଷରୁ ଏକ ବିରଳ ସମ୍ମାନରେ ସମ୍ମାନିତ କରାଯାଇଛି । ଏକକାଳୀନ ଆମେରିକାର ତିନୋଟି … Read More

ରୋବୋଟିକ ସର୍ଜରୀ କ୍ଷେତ୍ରରେ ଆମ୍ରି ହସ୍ପିଟାଲର ତିଆରି କରିଛି ଏକ ମାଇଲଖୁଣ୍ଟ

ଭୁବନେଶ୍ୱର: ପୂର୍ବାଞ୍ଚଳ ଭାରତ ପାଇଁ ପ୍ରଥମ ପ୍ରକାରର ସଫଳତାରେ ଆମ୍ରି ହସ୍ପିଟାଲ ଭୁବନେଶ୍ୱର ୪ମାସ ମଧ୍ୟରେ ୧୦୦ଟି ରୋବୋଟିକ ଆଣ୍ଠୁ ପ୍ର୍ରତିରୋପଣ କରିବାରେ ସଫଳ ହୋଇ ପାରିଛି । ଆମ୍ରିର କ୍ଲିନିକାଲ ଉତ୍କର୍ଷତା ଓ ବୈଷୟିକ ଉନ୍ନତି, ଅସ୍ଥିଶଲ୍ୟ ଏବଂ ମିଳିତ ପ୍ରତିସ୍ଥାପନ … Read More

ଜାଲ୍ ନୋଟ୍ ବଦଳ ବେଳେ ଭୁବନେଶ୍ୱର ଆରବିଆଇରୁ ଯୁବକ ଗିରଫ

ଭୁବନେଶ୍ୱର: ନକଲି ନୋଟ୍ ବଦଳ ତାହା ପୁଣି ରିଜର୍ଭ ବ୍ୟାଙ୍କରେ । ଏଭଳି ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଯୁବକ । କମିଶନରେଟ ପୋଲିସ ଶୁକ୍ରବାର ଯୁବକ ଜଣଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଶହେଟି ନକଲି ୫୦୦ ଟଙ୍କିଆ … Read More

ଲୋକସଭା ଆସନରୁ ନିର୍ବାଚନ ଲଢି ପାରନ୍ତି ଅଭିଷେକ ବଚ୍ଚନ

ନୂଆଦିଲ୍ଲୀ: ଆଗାମୀ ୨୦୨୪ ଲୋକସଭା ନିର୍ବାଚନରେ ନିର୍ବାଚନ ଲଢି ପାରନ୍ତି ବଲିଉଡ ଅଭିନେତା ଅଭିଷେକ ବଚ୍ଚନ । ସମାଜବାଦୀ ପାର୍ଟି ପକ୍ଷରୁ ସେ ଏହି ନର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଜୋର ଧରିଛି ।   ଅଭିଷେକ  ଆହ୍ଲାବାଦ ସଂସଦୀୟ କ୍ଷେତ୍ରରୁ ନିର୍ବାଚନ … Read More

ଆସାମ ମୁଖ୍ୟମନ୍ତ୍ରୀଙ୍କ ଉପରେ ଫିଡିକିଲେ ଓୱେସି

ନୂଆଦିଲ୍ଲୀ: ଖାଲି ରାଜଧାନୀ ଭୁବନେଶ୍ୱର ବା ଓଡ଼ିଶା ନୁହେଁ । ସାରା ଦେଶରେ ପରିବା ଦର ହୁ ହୁ ହୋଇ ବଢି ଚାଲିଛି । ତେବେ ପରିବା ଦର ବୃଦ୍ଧିକୁ ନେଇ ରାଜନୈତିକ ବୟାନବାଜି ବି ଜୋର ଧରିଛି । ପରିବା … Read More

ଫ୍ରାନ୍ସ ରାଷ୍ଟ୍ରପତି ଓ ତାଙ୍କ ପତ୍ନୀଙ୍କୁ ଭବ୍ୟ ଉପହାର ଦେଲେ ପ୍ରଧାନମନ୍ତ୍ରୀ

ପ୍ୟାରିସ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜନୈତିକ ଯାତ୍ରାରେ ସାଂସ୍କୃତିକ ସ୍ପର୍ଶ । ଆମେରିକା ହେଉ ବା ଫ୍ରାନ୍ସ ସବୁଠି ଭାରତୀୟ ସଂସ୍କୃତିର ଛାପ ଛାଡି ଆସିଛନ୍ତି । ଏବେ ଫ୍ରାନ୍ସ ରାଷ୍ଟ୍ରପତି ଇମେନୁଏଲ ମେକ୍ରାନ,ପତ୍ନୀ ବ୍ରିିଗିଟ ମେକ୍ରାନ, ପ୍ରଧାନମନ୍ତ୍ରୀ ଏଲିଜାବେଥ ବୋର୍ନ, ଫ୍ରାନ୍ସ … Read More

ସୁଧୁରିନି ଦିଲ୍ଲୀର ବନ୍ୟାସ୍ଥିତି; ବନ୍ୟାଜଳରେ ଭାସିଯାଇ ୩ ନାବାଳକ ମୃତ

ନୂଆଦିଲ୍ଲୀ: ଯମୁନାର ଯନ୍ତ୍ରଣାରେ ଜାତୀୟ ରାଜଧାନୀ ଦିଲ୍ଲୀ ଉବୁଟୁବୁ । ବନ୍ୟା ପରିସ୍ଥିତି ଦିନକୁ ଦିନ ଜଟିଳ ହେଉଛି ରାଜଧାନୀ ଦିଲ୍ଲୀରେ । ଯମୁନା ଜଳସ୍ତର ହ୍ରାସ ପାଇଥିଲେ ହେଁ ଦିଲ୍ଲୀ ମହାନଗରୀର ସ୍ଥିତି ବଦଳିନି । ଆଜି ସକାଳ ୮ଟା … Read More