ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଓ ଝାଡଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ … Read More

ଲ୍ୟାଣ୍ଡିଂ କରୁଥିବା ବେଳେ ରନୱେରେ ଖସିଲା ବିମାନ, ଭୟରେ ଚିତ୍କାର କଲେ ଯାତ୍ରୀ

ଲ୍ୟାଣ୍ଡିଂ କରୁଥିବା ସମୟରେ ରନୱେରେ ଖସିଲା ବିମାନ ଚକ । ବିମାନର ଚକା ରନୱେରୁ ଖସୁଥିବାର ଭିଡିଓ ଜଣେ ଯାତ୍ରୀଙ୍କ ମୋବାଇଲ କ୍ୟାମେରାରେ କଏଦ ହୋଇଛି । ବ୍ରାଜିଲରେ ଲଟମ ଏୟାରଲାଇନ୍ସର ବିମାନ ନମ୍ବର LA ୩୩୦୦, ସାଓ ପାଉଲୋ-ଗୁଆରୁଲହୋସ ବିମାନ … Read More

ଦାଦାବଟି ପାଇଁ ବୋମାମାଡ଼ ଘଟଣା, ଗ୍ୟାଙ୍ଗ ମୁଖ୍ୟ ସହ ୫ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବୋମାମାଡ଼ର ୨୪ ଘଣ୍ଟାରେ ପୁରୀ ପୋଲିସ ବୋମାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି । ଗ୍ୟାଙ୍ଗର ମୁଖ୍ୟ ରାଜା ମଲ୍ଲିକଙ୍କ ସହ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ … Read More

ପ୍ରଥମ କକ୍ଷପଥ ବଦଳାଇଲା ଚନ୍ଦ୍ରଯାନ-୩

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ବର୍ତ୍ତମାନ ଏହା ୪୨,୦୦୦ କିମିରୁ ଅଧିକ ଦୀର୍ଘ କକ୍ଷପଥରେ ପୃଥିବୀକୁ ପରିକ୍ରମା କରୁଛି। ବର୍ତ୍ତମାନ ଇସ୍ରୋ ବୈଜ୍ଞାନିକମାନେ ଏହାର କକ୍ଷପଥ ସମ୍ବନ୍ଧିତ ତଥ୍ୟର ବିଶ୍ଳେଷଣ କରୁଛନ୍ତି। ୪୨ ଦିନର … Read More

CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ

ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା । … Read More

ବିଦ୍ୟୁତ ଆଘାତରେ ୫ କାଉଡ଼ିଆଙ୍କର ମୃତ୍ୟୁ, ୫ ଗୁରୁତର

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମେରଠ ଜିଲ୍ଲାର ରାଲିଚୌହାନ ଗାଁରେ ଶନିବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। … Read More

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ଆରଡି ଜୁନିୟର କଲେଜ

ଭୁବନେଶ୍ୱର: ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅନୁରୋଧ କ୍ରମେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି … Read More

ଆମେରିକା ଆଲାସ୍କାରେ ୭.୪ ତୀବ୍ରତାର ଭୂମିକମ୍ପ, ସୁନାମୀ ଚେତାବନୀ ଜାରି

ଆମେରିକା ଆଲାସ୍କାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୪ ରହିଛି ବୋଲି ସୂଚନା ମିଳିଛି । ଭୟଙ୍କର ଭୂକମ୍ପ ପରେ ସୁନାମୀ ଚେତାବନୀ ଜାରି କରାଯାଇଛି । ତେବେ ଏଯାଏ ଭୂକମ୍ପକୁ ନେଇ ହୋଇଥିବା କ୍ଷତି ବିଷୟରେ କୌଣସି … Read More

ବିଜେପିରେ ମିଶିଲେ ଚିଲିକାର ବିଜେଡି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ବିଜେପିର ମିଶ୍ରଣ ପର୍ବ। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି … Read More

ଏୟାର ଇଣ୍ଡିଆ ବିମାନରେ ହଙ୍ଗାମା, ମଝି ଆକାଶରେ ଏଆଇ ଅଧିକାରୀଙ୍କୁ ଚାପୁଡା ମାରିଲେ ଯାତ୍ରୀ

ପୁଣି ଏୟାର ଇଣ୍ଡିଆ ବିମାନରେ ହଙ୍ଗାମା । ସିଡନୀରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଜଣେ ଯାତ୍ରୀ ବିମାନର ବରିଷ୍ଠ ଅଧିକାରୀଙ୍କୁ ଚାପୁଡା ମାରିବା ସହିତ ଆକ୍ରମଣ କରିଛନ୍ତି । ବିମାନ ଦିଲ୍ଲୀରେ ଅବତରଣ କରିବା ପରେ ଯାତ୍ରୀଙ୍କୁ ସୁରକ୍ଷା … Read More