ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡ କୁ ସ୍କଚ୍-୨୦୨୩ ପୁରସ୍କାର
ଭୁବନେଶ୍ୱର: ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ୍-୨୦୨୩ ପୁରସ୍କାର ମିଳିଛି I କୃଷିରେ ରୌପ୍ୟ ବର୍ଗରେ ଇ-ନାମ୍ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯାଇଛି I ଓଡିଶା ସରକାରଙ୍କ ସମବାୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ଥିବା ଓଡିଶା ରାଜ୍ୟ କୃଷି … Read More