ବ୍ରିଜଭୂଷଣଙ୍କୁ ଜାମିନ ମିଳିଲା
ନୂଆଦିଲ୍ଲୀ: ଯୌନ ନିର୍ଯାତନା ମାମଲାରେ ଡବ୍ଲୁଏଫଆଇ (ଭାରତୀୟ କୁସ୍ତିି ମହାସଂଘ)ର ପୂର୍ବତନ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂହ ଏବଂ ସଚିବ ବିନୋଦ ତୋମାରଙ୍କୁ ୨୫,୦୦୦ ଟଙ୍କା ଲେଖାଏଁ ବ୍ୟକ୍ତିଗତ ବଣ୍ଡରେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। … Read More