ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୧୭ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, … Read More