ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ କାମ କରୁଛନ୍ତି, ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଉନାହାନ୍ତି : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ ସମ୍ବିଧାନିକ ନିୟମ ଭଙ୍ଗ କରୁଥିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିଯୋଗର ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଶ୍ରୀମତୀ ମଲ୍ଲିକ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ … Read More

କେରଳରେ ଆଇଏସ୍‌ଆଇଏସ୍ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍‌

ନୂଆଦିଲ୍ଲୀ : ଏନ୍‌ଆଇଏ ଗୁରୁବାର କେରଳରେ ଆଇଏସ୍‌ଆଇଏସ୍‌ର ଏକ ଆତଙ୍କୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍ କରିଛି । ଏହି ମଡ୍ୟୁଲ୍ ଧାର୍ମିକସ୍ଥଳ ଏବଂ କେତେକ ସମ୍ପ୍ରଦାୟର ନେତାଙ୍କ ଉପରେ ଆକ୍ରମଣ କରିବା ଯୋଜନାରେ ଥିଲା । ସେହିପରି ମଡ୍ୟୁଲ୍‌ର ଜଣେ ସଦସ୍ୟକୁ ତାମିଲନାଡ଼ୁରୁ … Read More

ଓଡ଼ିଆ ସହ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ାଯିବ ସିବିଏସ୍ଇ ପାଠ୍ୟକ୍ରମ

ଭୁବନେଶ୍ୱର: ସିବିଏସ୍ଇ ସ୍କୁଲରେ ମାତୃଭାଷାରେ ପାଠ ପଢ଼ାଯିବ । ଏଣିକି ଓଡ଼ିଆ ସହ ଅନ୍ୟ ଭାଷାରେ ସିବିଏସ୍ଇ ସ୍କୁଲରେ ପାଠ ପଢ଼ି ପାରିବେ ଛାତ୍ରଛାତ୍ରୀ । ଏନେଇ ଶନିବାର ସିବିଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର … Read More

ସ୍କୁଲ ଗେଟ୍‌ରେ ତାଲା ପକାଇଦେଲେ ଅଭିଭାବକ, ଅଚେତ ହେଲେ ୮ ଛାତ୍ରଛାତ୍ରୀ

ବୌଦ୍ଧ : ସ୍କୁଲ ଗେଟ୍‌ରେ ଜଣେ ଉତ୍ତ୍ୟକ୍ତ ଅଭିଭାବକ ତାଲା ପକାଇଦେବାରୁ ହଟହଟା ହେଲେ ଶହ ଶହ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ। ପରିସ୍ଥିତି ଏପରି ହେଲା ଯେ ଅତ୍ୟଧିକ ଖରା ସହି ନ ପାରି ରାସ୍ତାରେ ହିଁ ଅଚେତ ହୋଇ … Read More

ଦୁଇ ଭାଇଙ୍କୁ କରାଯାଇନାହିଁ ଅପହରଣ,ଟେକି ନେଇଛି କର୍ଣ୍ଣାଟକ ପୁଲିସ

ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ କରିବା ଅଭିଯୋଗରେ ଆସିଛି ନୂଆ ଟ୍ୱିଷ୍ଟ। ଦୁଇ ଭାଇଙ୍କୁ ଅପହରଣ କରାଯାଇନାହିଁ। ବରଂ ଏକ ମାମଲାରେ ଉଠାଇ ନେଇଛି କର୍ଣ୍ଣାଟକ ପୁଲିସ। ଦୁଇ ଭାଇଙ୍କୁ ବିଶାଖାପାଟଣାର ଏକ ହୋଟେଲରେ ରଖାଯାଇଛି ବୋଲି ଗଞ୍ଜାମ ଏସ୍‌ପି … Read More

ଥାନାରୁ ଫେରାର ଅଭିଯୁକ୍ତଙ୍କ ମୃତଦେହ ମହାନଦୀରୁ ଉଦ୍ଧାର

କଟକ:  କଟକ କ୍ୟାଣ୍ଟନମେଣ୍ଟ ଥାନାରୁ ଗତକାଲି ଭୋରୁ ଚମ୍ପଟ ମାରିଥିବା ଶଙ୍କର୍ଷଣ ବେହେରା ଓରଫ ବବୁଲୁଙ୍କ ମୃତଦେହ ଆଜି ମହାନଦୀରୁ ଉଦ୍ଧାର ହୋଇଛି। ପୁଲିସ୍‌ର ଅତ୍ୟଧିକ ଶାରୀରିକ ଓ ମାନସିକ ନିର୍ଯାତନା ସହି ନ ପାରି ବବୁଲୁ ଜୀବନ ବିକଳରେ ମହାନଦୀରେ … Read More

ଜବରଦଖଲ ହଟାଇବାକୁ ଦିଲ୍ଲୀର ଦୁଇ ପ୍ରତିଷ୍ଠିତ ମସଜିଦକୁ ନୋଟିସ୍

ଜବରଦଖଲ ହଟାଇବା ପାଇଁ ଦିଲ୍ଲୀର ଦୁଇ ପ୍ରତିଷ୍ଠିତ ମସଜିଦକୁ ନୋଟିସ୍। ଉତ୍ତର ରେଲୱେ ପ୍ରଶାସନ ଏହି ନୋଟିସ୍ ଜାରି କରିଛି। ଦିଲ୍ଲୀର ଦୁଇଟି ପ୍ରତିଷ୍ଠିତ ମସଜିଦ- ବଙ୍ଗାଳୀ ମାର୍କେଟ ମସଜିଦ ଏବଂ ବାବର ଶାହା ଟକିୟା ମସଜିଦକୁ 15 ଦିନ ମଧ୍ୟରେ ଜବରଦଖଲ … Read More

ସେପ୍ଟେମ୍ବରରୁ ଭୁବନେଶ୍ବରରେ ଆରମ୍ଭ ହେବ ଏୟାର କାର୍ଗୋ ସେବା

ଭୁବନେଶ୍ବର : ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ବର ବିମାନବନ୍ଦରରୁ ଏୟାର କାର୍ଗୋ ସେବା ଆରମ୍ଭ ହେବ। ସେଥିପାଇଁ ବିମାନବନ୍ଦରରେ ଭିତ୍ତିଭୂମି ବିକାଶ କାର୍ଯ୍ୟ ଜୋର୍‌ସୋରରେ ଆଗେଇ ଚାଲିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଶେଷ ହେବ। ଏହାପରେ ବ୍ୟୁରୋ ଅଫ୍‌ ସିଭିଲ୍ ଆଭିଏସନ୍‌ର … Read More

ପାରିବାରିକ କଳହରୁ ନିର୍ମମ ହତ୍ୟା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

ବୌଦ୍ଧ: ପାରିବାରିକ କଳହରୁ ନିର୍ମମ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗାଁରେ ଅଭାବନୀୟ ଘଟଣା । ମୃତକ ଦୁଲ୍ଲଭା ନାଏକ । ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀ … Read More

୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍

କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି … Read More