ଯଦି ଦଳ ଜିତେ, ତେବେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବଘେଲଙ୍କ ନାମ ପ୍ରଥମେ ବିବେଚନା କରାଯିବ: ଟି.ଏସ୍ ସିଂହଦେଓ
ନୂଆଦିଲ୍ଲୀ: ଚଳିତ ବର୍ଷ ଛତିଶଗଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ କଂଗ୍ରେସ-ବିଜେପି ଏବେଠାରୁ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଏଥି ସହ ଉପମୁଖ୍ୟମନ୍ତ୍ରୀ ଟି.ଏସ୍ ସିଂହଦେଓ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭୂପେଶ … Read More