ରାଉରକେଲା ଏନ୍‌ଆଇଟିର ୨୪ ଛାତ୍ରଛାତ୍ରୀ ବାର୍ଷିକ ୫୦ ଲକ୍ଷରୁ ଅଧିକ ବେତନରେ ପାଇଲେ ଚାକିରି ଅଫର୍

ରାଉରକେଲା: ରାଉରକେଲାସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଟି)କୁ ଚଳିତ ଶିକ୍ଷାବର୍ଷରେ କ୍ୟାମ୍ପସ ପ୍ଲେସମେଣ୍ଟରେ ସର୍ବାଧିକ ଚାକିରି ଅଫର ମିଳିଛି। କ୍ୟାମ୍ପସ ପ୍ଲେସମେଣ୍ଟ ପ୍ରକ୍ରିୟାରେ ଏନଆଇଟି ରାଉରକେଲାକୁ ୩୩୦ରୁ ଅଧିକ କମ୍ପାନିରୁ ମୋଟ ୧୫୩୪ଟି ଚାକିରି ଅଫର ମିଳିଛି। ଏହି କାରଣରୁ … Read More

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ଵର: ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ମହାମହିମଙ୍କୁ ଗାର୍ଡଅଫ ଅନର ପ୍ରଦାନ କରାଯିବ । ପରେ ସେଠାରୁ … Read More

କେମିତି ହେଲା ଜେଇ ସିଭିଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ? ମୁଣ୍ଡିଆ ମାରି ଚାକିରି ଆଶାୟୀଙ୍କ ପ୍ରତିବାଦ

ଭୁବନେଶ୍ୱର: ତେଜୁଛି ଜେଇ ସିଭିଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ବିବାଦ । ଷ୍ଟାଫ ସିଲେକ୍ସନ କମିଶନଙ୍କ କାର୍ଯ୍ୟାଳୟ ଘେରି ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ଚାକିରି ଆଶାୟୀ । ହେଲେ ଭେଟିଲେନି ଅଧ୍ୟକ୍ଷ । ଏବେ ଆଶାୟୀ ମାନେ … Read More

ନିୟମ ଉଲ୍ଲଘଂନ କରୁଛି ବେଦାନ୍ତ କମ୍ପାନୀ !

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାର ହେମଗିରି ବ୍ଲକ ମଧ୍ୟରେ ଥିବା ଜାମକାନି ଅଞ୍ଚଳରେ ବ୍ୟାପକ ଭାବେ କୋଇଲା ଖନନ ହେଉଛି । ଏହି କୋଇଲା ଖଣିର ଆବଣ୍ଟନ ସଠିକ ନିୟମରେ ହୋଇନଥିବାର ଅଭିଯୋଗ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା … Read More

୨ ଦିନରେ ୨ ଜଣଙ୍କ ଜୀବନ ନେଲାଣି ଡେଙ୍ଗୁ

ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ନେଲା ଆଉ ଜଣଙ୍କ ଜୀବନ । ଦୁଇ ଦିନ ଭିତରେ ଡେଙ୍ଗୁରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ୬୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମହିଳାଙ୍କ ମୃତ୍ୟୁ … Read More

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ ଗେଟ୍, ମୋଟ୍ ୮ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ହୀରାକୁଦରେ ବଢିଛି ଜଳସ୍ତର । ଖୋଲିଲା ଆଉ ୩ଟି ଗେଟ୍‌ । ଏବେ ମୋଟ୍‌ ୮ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ … Read More

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପାଚେରୀ ଭୁଶୁଡ଼ିଲା; ଜଣେ ଆହତ, ଭାଙ୍ଗିଲା ୩ଟି ବାଇକ୍‌

ନବରଂଗପୁର: ସୋମବାର ଅପରାହ୍‌ଣରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପାଚେରୀ ଭୁଶୁଡ଼ିପଡ଼ିଛି। ଏହି ଅପ୍ରୀତିକର ଘଟଣା ଯୋଗୁଁ ଜଣେ ବ୍ୟକ୍ତି ଆହତ ହୋଇଥିବା ବେଳେ ୩ଟି ବାଇକ୍‌ ଭାଙ୍ଗିଯାଇଛି। ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି … Read More

“ନବୀନ ଓଡିଶା” ରେ ପଇସା ନେଇ ସରକାରୀ ଚାକିରୀ ବିକ୍ରି କରାଯାଉଛି : ବିଜେପି

ଭୁବନେଶ୍ୱର : ଓଡିଶା ଷ୍ଟାଫ୍ ସିଲେକସନ ଦ୍ୱାରା ହୋଇଥିବା ଜେଇ ସିଭିଲ ମେନ ପରୀକ୍ଷାରେ ପ୍ରଶ୍ନପତ୍ର ପରୀକ୍ଷା ଆଗରୁ ପ୍ରଘଟ ହୋଇଥିବା କଥା ପ୍ରମାଣିତ କରୁଛି ଯେ ଓଡିଶାରେ ସରକାରୀ ନିଯୁକ୍ତିରେ “ମନି ଫର୍ ଜବ୍‌” ର‌୍ୟାକେଟ କାମ କରୁଛି । … Read More

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ- କେନ୍ଦ୍ରୀୟ ଓ ତତ-ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ … Read More

ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଓଡ଼ିଶା ବିଜେପି ହୀନ ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍ ଧରାପଡ଼ିବା ପରେ ଓଡ଼ିଶା ବିଜେପି ଏହାକୁ ନେଇ ହୀନ ରାଜନୀତ ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ … Read More