ପରିବାର ଲୋକଙ୍କୁ ହଇରାଣ ନକରିବାକୁ ନିବେଦନ କଲେ ପାକିସ୍ତାନ ଯାଇଥିବା ଅଞ୍ଜୁ; ଜାରି କଲେ ଭିଡିଓ
ଇସ୍ଲାମ୍ବାଦ୍: ପ୍ରେମ ପାଇଁ ଭାରତରେ ନିଜ ସ୍ବାମୀ ଓ ଛୁଆଙ୍କୁ ଛାଡ଼ି ପାକିସ୍ତାନ ଯାଇଥିବା ଅଞ୍ଜୁଙ୍କ ଚର୍ଚ୍ଚା ଏବେ ଚାରିଅାଡ଼େ ହେଉଛି। ତାଙ୍କୁ ନେଇ ନୂଆ ନୂଆ କଥା ସବୁ ଶୁଣିବାକୁ ମିଳୁଛି। ଭାରତରୁ ଅଞ୍ଜୁ ନିଜ ପ୍ରେମିକ ନାସରୁଲ୍ଲାଙ୍କୁ ଭେଟିବା … Read More