ଜରିପାଲ ତଳେ ଭାଷଣ ଦେଲେ ମହାମହିମ ରାଷ୍ଟ୍ରପତି !

କଟକ : କଟକରେ ଜରିପାଲ ତଳେ ଅଭିଭାଷଣ ଦେଲେ ରାଷ୍ଟ୍ରପତି । ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ବେଳେ ବ୍ୟାପକ ଅବ୍ୟବସ୍ଥା । ଇନଡୋର ଷ୍ଟାଡିୟମର ଛାତ ଭାଙ୍ଗି ଯାଇଥିବାରୁ ଏହା ଉପରେ ଜରିପାଲ ଘୋଡା ଯାଇଥିବା ଦେଖିବାକୁ ମିଳିଛି … Read More

୩୧ ଜୁଲାଇ ସୁଦ୍ଧା ପ୍ରଧାନମନ୍ତ୍ରୀ ଫସଲ ବୀମା କରାଇବା ପାଇଁ ପରାମର୍ଶ

ଭୁବନେଶ୍ବର: ଚଳିତ ଖରିଫ ଫସଲର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଜୁଲାଇ ମାସ ୩୧ ତାରିଖ ସୁଦ୍ଧା କରାଇ ନେବା ପାଇଁ ରାଜ୍ୟ କୃଷି ଏବଂ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ ପାଇଁ … Read More

ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ରାଜ୍ୟ ସରକାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ମୋଟରଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନ କରିଛନ୍ତି। ଏହି ବୋର୍ଡରେ ବିଧାୟକ, ଧର୍ମଶାଳା ଶ୍ରୀ ପ୍ରଣବ ବଳବନ୍ତରାୟ ଓ ବିଧାୟିକା, … Read More

ବଢ଼ିଲା ମହାପ୍ରଭୁଙ୍କ ବନକଲାଗି ବିବାଦ: ନୀଳାଦ୍ରି ବିଜେର ୨୫ ଦିନ ପରେ ବି ହେଲାନି

ପୁରୀ: ମହାପ୍ରଭୁଙ୍କ ବନକଲାଗି ପାଇଁ ସାଂଘାତିକ ଷଡ୍‌ଯନ୍ତ୍ର ଚାଲିଛି। ଯେଉଁଥିପାଇଁ ନୀଳାଦ୍ରି ବିଜେର ୨୫ ଦିନ ପରେ ବି ମହାପ୍ରଭୁଙ୍କ ବନକଲାଗି ନୀତି ସମ୍ପନ୍ନ ହୋଇପାରିନି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ଭିତରେ ବିବାଦ କାରଣରୁ ବନକଲାଗିକୁ ନେଇ … Read More

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

କଟକ ; ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ। କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍‌ସିବିର … Read More

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି (ବୁଧବାର) ଆହୁରି ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି। ଅନ୍ୟପକ୍ଷରେ … Read More

ପ୍ରବଳ ବର୍ଷାରେ ମାଲକାନଗିରିରେ ବୁଡ଼ିଲା ବ୍ରିଜ୍, ଓଡ଼ିଶା-ଆନ୍ଧ୍ର ମଧ୍ୟରେ ଯୋଗାଯୋଗ ବାଧାପ୍ରାପ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଫଳରେ ବ୍ରିଜ୍ ବୁଡ଼ି ଯାଇଛି । କାଙ୍ଗୁରକୋଣ୍ଡା ବ୍ରିଜ୍ ବୁଡ଼ିଯିବା ଫଳରେ ଜାତୀୟ ରାଜପଥ ୩୨୬ ଦେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି । ଏବେ ବି ଜାତୀୟ ରାଜପଥ ୩୨୬ରେ … Read More

ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଳିଗଲେ ଡ୍ରାଇଭର

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଡକୁଣ୍ଡେସରା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାପରେ ଗୋଟିଏ ଟ୍ରକ୍‌ରେ ଲାଗିଗଲା ନିଆଁ। ଉକ୍ତ ଟ୍ରକ୍ ସହ ଜଳିଗଲେ ଡ୍ରାଇଭର। ଦୁର୍ଘଟଣାରେ ହେଲପର ମଧ୍ୟ ଗୁରୁତର … Read More

ନନ୍ଦନକାନନକୁ ଆସିଲେ ନୂଆ ଅତିଥି : ଇଟାନଗରରୁ ଅଣାଯାଇଛି ହୁଲକ୍ ଗିବନ ଓ ଚିତା ବିରାଡ଼ି

ଭୁବନେଶ୍ୱର: ୪୦ ବର୍ଷରେ ନନ୍ଦନକାନକୁ ଆସିଛନ୍ତି ଏକ ହଳ ହୁଲକ୍ ଗିବନ ଓ ଏକ ହଳ ଚିତା ବିରାଡି । ମିଜୋରାମର ଇଟାନଗରରୁ ଏହି ବିରଳ ପ୍ରାଣୀଙ୍କୁ ଅଣାଯାଇଛି । ହୁଲକ୍ ଗିବନ ଓ ଚିତା ବିରାଡିଙ୍କୁ ଅଣିବା ପାଇଁ ବାଘ … Read More

ନବ ଦାସ ହତ୍ୟା ମାମଲା, ଅଭିଯୁକ୍ତ ଗୋପାଳ ଅପରାଧ ସ୍ୱୀକାର କରିବାକୁ ରାଜି

ଝାରସୁଗୁଡା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ବହିଷ୍କୃତ ପୁଲିସ ଅଧିକାରୀ ଗୋପାଳ ଦାସ ଅପରାଧ ସ୍ବୀକାର କରିବାକୁ ରାଜି ଅଛି ବୋଲି କହିଛନ୍ତି। ବୁଧବାର ଝାରସୁଗୁଡ଼ା ଜିଲ୍ଲା ଜଜ୍ କୋର୍ଟରେ ଆଜି ତାଙ୍କୁ ହାଜର କରାଯିବା ପରେ ଅପରାଧ … Read More