ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ତ୍ୱରିତ ନ୍ୟାୟ ଉପରେ ଗୁରୁତ୍ୱ ଦେଲେ ରାଷ୍ଟ୍ରପତି

କଟକ:ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ଲୋକ ଅସୁବିଧାରେ ପଡୁଛନ୍ତି । ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ନିର୍ଦ୍ଦୋଷ ଜେଲରେ ଜୀବନ କାଟୁଛନ୍ତି । ଏପରିକି ନ୍ୟାୟ ବିଳମ୍ବ ପାଇଁ ପୀଡିତ ମଧ୍ୟ ହତାଶ ହୋଇପଡୁଛନ୍ତି  । ତେଣୁ ତ୍ୱରିତ ନ୍ୟାୟ ବ୍ୟବସ୍ଥା … Read More

ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡ଼ି ବସିଲା ଭିଜିଲାନ୍ସ

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ପଡିଲେ ପୋଲିସ । ଲାଞ୍ଚ ନେବେବେଳେ ରେଡ ହାଣ୍ଡରେ ପୋଲିସକୁ ଧରିଛି ଭିଜିଲାନ୍ସ  ।  ଅନୁଗୁଳ ଜିଲ୍ଲା କିଆକଟା ଥାନା ଏଏସଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ଏଏସଆଇ ନବୀନ କୁମାର ଶତପଥୀ ୮ ହଜାର ଟଙ୍କା ଲାଞ୍ଚ … Read More

ଓଡିଶା ହାଇକୋର୍ଟରେ ପ୍ରଥମ ଘଟଣା: ଓଡ଼ିଆରେ ରାୟ ପ୍ରଦାନ କଲେ ଜଷ୍ଟିସ ଡ଼.ସଞ୍ଜୀବ କୁମାର ପାଣିଗ୍ରାହୀ

କଟକ: ଓଡ଼ିଶା ହାଇକୋର୍ଟ ଆଜି ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଥିବାବେଳେ ଏପଟେ ହାଇକୋର୍ଟର ସଫଳତାରେ ଯୋଡି ହୋଇଛି ଆଉ ଏକ ଫର୍ଦ୍ଦ ।  ଓଡ଼ିଆ ଭାଷାରେ ପ୍ରକାଶ ପାଇଛି ହାଇକୋର୍ଟଙ୍କ ପ୍ରଥମ ରାୟ । ବିଚାରପତି ଡକ୍ଟର ସଞ୍ଜୀବ କୁମାର … Read More

କଟକ ଚଣ୍ଡିଙ୍କ ଦର୍ଶନ କଲେ, ନେତାଜୀ ସଂଗ୍ରହାଳୟ ବୁଲି ଦେଖିଲେ ରାଷ୍ଟ୍ରପତି

କଟକ: ମଙ୍ଗଳବାରଠାରୁ ତିନି ଦିନିଆ ଓଡ଼ଶା ଗସ୍ତରେ ଆସି ଆଜି କଟକରେ ପହଞ୍ଚିଛନ୍ତି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ସଡ଼କ ପଥରେ ଆଜି କଟକ ଯାଇଛନ୍ତି ରାଷ୍ଟ୍ରପତି । କଟକରେ ପହଞ୍ଚି ପ୍ରଥମେ  ଚଣ୍ଡୀ ମନ୍ଦିର ଯାଇଥିଲେ … Read More

ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ। କଳାହାଣ୍ଡି ଆୟକର ବିଭାଗ ପକ୍ଷରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ଚଢ଼ାଉ। ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ … Read More

ପ୍ରବର୍ତ୍ତନ ନିର୍ଦେଶାଳୟ ମୁଖ୍ୟଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ ପୁଣି ସୁପ୍ରିମ୍‌ କୋର୍ଟକୁ ଗଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦେଶାଳୟର ମୁଖ୍ୟ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଇବା ପାଇଁ ଆଜି ପୁଣି ଥରେ କେନ୍ଦ୍ର ସରକାର ସୁପ୍ରିମ୍‌ କ‌ୋର୍ଟରେ ସାନି ଆବେଦନ କରିଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। କେନ୍ଦ୍ର ସରକାରଙ୍କ ତରଫରୁ ସଲିସିଟର୍‌-ଜେନେରାଲ୍‌ … Read More

ଅସନ୍ତୁଷ୍ଟ ଅଛନ୍ତି କି କଂଗ୍ରେସର ୧୧ ବିଧାୟକ? ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ : କର୍ଣ୍ଣାଟକାରେ ସରକାର ଗଠନ କରିଥିବା କଂଗ୍ରେସର ୧୧ ଜଣ ବିଧାୟକ ମନ୍ତ୍ରୀମାନଙ୍କ କାର୍ଯ୍ୟଶୈଳୀରେ ଅସନ୍ତୁଷ୍ଟ ଥିବା ରିପୋର୍ଟକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଦଳର ୧୧ ଜଣ ବିଧାୟକ ସିଧାସଳଖ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ଚିଠି ଲେଖି ୨୦ ଜଣ … Read More

ଇତିହାସ ରଚିଲେ ପାକିସ୍ତାନୀ କ୍ରିକେଟର ସାଉଦ୍ ସକିଲ୍

କଲମ୍ବୋ : ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ କଲମ୍ବୋରେ ଖେଳାଯାଉଥିବା ଦ୍ବିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରି ଇତିହାସ ରଚିଛନ୍ତି ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସାଉଦ୍ ସକିଲ । ସକିଲ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ୭ ଟି ଟେଷ୍ଟରେ ଅର୍ଦ୍ଧଶତକ ହାସଲ … Read More

କେନ୍ଦ୍ର ମନ୍ତ୍ରୀଙ୍କୁ ଅଶ୍ଳୀଳ ଭିଡିଓ କଲ୍‌ କରି ବନ୍ଧା ହେଲେ ୨ ଯୁବକ

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରୀଙ୍କ ଫୋନ୍‌କୁ ଆସିଲା ଅଶ୍ଳୀଳ ଭିଡିଓ କଲ୍‌ । କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଏପରି ଅଶ୍ଳୀଳ ଭିଡିଓ କଲ୍‌ କରିଥିବା ଏକ ଗ୍ୟାଙ୍ଗର ୨ ଜଣଙ୍କୁ ବାନ୍ଧିଛି ପୁଲିସ୍‌। ଏହି ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଫେରାର … Read More

ଭୋକଉପାସରେ ଆମେରିକା ରାସ୍ତାରେ ପଡ଼ିଛନ୍ତି ସ୍ନାତକୋତ୍ତର ପଢ଼ିବାକୁ ଯାଇଥିବା ଭାରତୀୟ ଛାତ୍ରୀ

ହାଇଦ୍ରାବାଦ: ସ୍ନାତକୋତ୍ତର ପଢ଼ିବା ପାଇଁ ଆମେରିକା ଯାଇଥିବା ତେଲେଙ୍ଗାନାର ଜଣେ ଯୁବତୀଙ୍କ ଜିନିଷପତ୍ର ଚୋରି ‌ହୋଇଯିବାରୁ ସେ ଭୋକ ଓ ହତାଶାରେ ଚିକାଗୋ ରାସ୍ତାରେ ପଡ଼ି ରହିଥିବା ତାଙ୍କ ମାଆ କହିଛନ୍ତି। ଏ ଘଟଣାରେ ହସ୍ତକ୍ଷେପ କରି ଝିଅ ସୟେଦା ଲୁଲୁ … Read More