ଇସଲାମ ଗ୍ରହଣ କରିବା ପରେ ବୁର୍ଖା ପିନ୍ଧିଲେ ଅଞ୍ଜୁ, ଭାଇରାଲ ହେଲା ଭିଡିଓ
ମୁମ୍ବାଇ: ରାଜସ୍ଥାନର ଅଲୱର ଜିଲ୍ଲାର ଭିୱାଡିରୁ ପାକିସ୍ତାନ ଯାଇଥିବା ଅଞ୍ଜୁଙ୍କ ଏକ ନୂଆ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ଅଞ୍ଜୁ ବୁର୍ଖା ପିନ୍ଧି ରାତ୍ରୀ ଭୋଜନ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓକୁ ଜଣେ ପାକିସ୍ତାନୀ ସାମ୍ବାଦିକ ସେୟାର କରିଛନ୍ତି। … Read More