ସମ୍ପତ୍ତି ପାଇଁ ଭାଇକୁ ଶାବଳରେ ପିଟି ହତ୍ୟା କଲା ଭାଇ

ଗଞ୍ଜାମ: ସମ୍ପତ୍ତି ପାଇଁ ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଭାଇକୁ ଶାବଳରେ ପିଟି ଜଣେ ଯୁବକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଞ୍ଚାୟକ ବାସୁଦେବପୁର ଗାଁରେ। ମୃତ ଯୁବକ ଜଣକ … Read More

ରାଜ୍ୟରେ କମିଲା ବାଘ ସଂଖ୍ୟା, ୨୦୧୮ରେ ୨୮ ଥିଲା ଏବେ ୨୦କୁ ଖସିଲା

ଭୁବନେଶ୍ବର : ରାଜ୍ୟରେ କମିଛି ବାଘ ସଂଖ୍ୟା। ଓଡିଶାରେ ବର୍ତ୍ତମାନ ୨୦ଟି ବାଘ ରହିଛି। ୨୦୧୮ରେ ରାଜ୍ୟରେ ଏହି ସଂଖ୍ୟା ୨୮ ଥିଲା। ତେବେ ଶିମିଳିପାଳ ଅଭୟାରଣ୍ୟରେ ବାଘ ସଂଖ୍ୟା ସାମାନ୍ୟ ବୃଦ୍ଧିପାଇଛି। ୨୦୧୮ରେ ଏହା ୮ ଥିବା ବେଳେ ବର୍ତ୍ତମାନ ଏହା … Read More

ତନ୍ତ୍ର ପାଇଁ ବାବା ସାଜିଲେ ହତ୍ୟାକାରୀ, ନେଲେ ବାବାଙ୍କ ଜୀବନ!

ପୁରୀ : ତନ୍ତ୍ର ସାଧନା ପାଇଁ ଜଣେ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ଜଣେ ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। … Read More

ଶିମିଳିପାଳ ଅଭୟାରଣ୍ୟରୁ ୯ ବନ୍ଧୁକ ଜବତ

କରଞ୍ଜିଆ: ରକ୍ତ ରଞ୍ଜିତ ଶିମିଳିପାଳ ଅଭୟାରଣ୍ୟ ହେବ ଶିକାରୀ ମୁକ୍ତ। ସେଥିପାଇଁ ଚାଲିଛି ସର୍ଚ୍ଚ ଅପରେଶନ। ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ଗାଁରେ ପୁଲିସ୍‌ ଚଢ଼ଉ କରି ଶିକାର ଉଦ୍ଦେଶ୍ୟରେ ବ୍ୟବହାର ହେଉଥିବା ୯ ବନ୍ଧୁକ ଜବତ କରିଛି। ଏନେଇ ସୂଚନା … Read More

ୟୁପିରେ କେରଳ ରାଜ୍ୟପାଳଙ୍କ କନଭୟ ଉପରେ ମାଡ଼ିଗଲା ଦ୍ରୁତଗାମୀ ଗାଡ଼ି

ନୋଏଡା : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି। ଉତ୍ତର ପ୍ରଦେଶରେ ତାଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ସେ ନୋଏଡାରେ ଗୋଟିଏ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରୁଥିବା ବେଳେ ତାଙ୍କ କନଭୟ ଉପରେ ମାଡ଼ି ଯାଇଛି ଗୋଟିଏ … Read More

ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ୪ରୁ ୬ ନକ୍ସଲ ମୃତାହତ ସୂଚନା

ରାୟପୁର : ଛତିଶଗଡ଼ର ନକ୍ସଲ ପ୍ରବଣ ସୁକମା ଜିଲ୍ଲାରେ ଆଜି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ପ୍ରବଳ ଗୁଳି ବିନିମୟରେ ୪ରୁ ୬ ଜଣ ହାର୍ଡକୋର ମାଓବାଦୀ ମୃତାହତ ହୋଇଛନ୍ତି ବୋଲି ପ୍ରଶାସନ କହିଛି। ତେବେ ଏଯାଏ କୌଣସି ନକ୍ସଲଙ୍କ … Read More

ଏସୀୟ ଯୁବ ଭାରୋତ୍ତୋଳନ: ଜ୍ୟୋତ୍ସ୍ନାଙ୍କୁ କାଂସ୍ୟ

ଭୁବନେଶ୍ବର: ଉତ୍ତରପ୍ରଦେଶ‌ର ଗ୍ରେଟର୍‌ ନୋଏଡ଼ାରେ ଚାଲିଥିବା ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର। ୪୦ କିଲୋଗ୍ରାମ ଓଜନ୍ ବର୍ଗରେ ଜ୍ୟୋତ୍ସ୍ନା ସ୍ନାଚ୍‌ରେ ୫୫ କିଲୋଗ୍ରାମ, କ୍ଲିନ୍ ଆଣ୍ଡ୍ ଜର୍କରେ ୬୪ କିଲୋଗ୍ରାମ ସହ … Read More

ଚେତାଇଲେ ଜାତିସଙ୍ଘ ମହାସଚିବ, ‘ଏବେ ଗ୍ଲୋବାଲ୍ ବଏଲିଂ ଯୁଗ ଆରମ୍ଭ’

ଜେନିଭା : ସମ୍ପ୍ରତି ମଣିଷର କେବଳ ଚାଲିଚଳଣି ବଦଳିନି, ସମାଜ ସହ ତାଳ ଦେଇ ପ୍ରକୃତି ମଧ୍ୟ ବଦଳି ଯାଇଛି। ଦିନକୁ ଦିନ ଦୂଷିତ ହେବାକୁ ଲାଗୁଛି ପରିବେଶ। ବର୍ଷା-ଶୀତ-ଖରାର କୌଣସି ତାରତମ୍ୟ ରହୁନାହିଁ। ଚଳିତ ବର୍ଷ ଏହି ଅସନ୍ତୁଳନକୁ ବେଶ୍ … Read More

ମିଳିତ ସମରାଭ୍ୟାସ ବେଳେ ହେଲିକପ୍ଟର କ୍ରାଶ୍‌, ୪ କ୍ରିଉ ମେମ୍ବର ନିଖୋଜ

କୁଇନ୍ସଲ୍ୟାଣ୍ଡ : ମିଳିତ ସମରାଭ୍ୟାସ ବେଳେ ମଝି ସମୁଦ୍ର ଉପରେ କ୍ରାଶ୍‌ ହେଲା ହେଲିକପ୍ଟର। ଉକ୍ତ ସମୟରେ ହେଲିକପ୍ଟରରେ ଥିବା ୪ କ୍ରିଉ ମେମ୍ବରଙ୍କ ପତ୍ତା ମିଳୁନି। ଏପରି ଏକ ଅଘଟଣ ଗତକାଲି ରାତିରେ ଅଷ୍ଟ୍ରେଲିଆରେ ଘଟିଛି। ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡ ସମୁଦ୍ର … Read More

ରାହୁଲଙ୍କ ପାଇଁ ଝିଅଟିଏ ଖୋଜିଦିଅ, ମହିଳା କୃଷକଙ୍କୁ ଏଭଳି କହିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ କିଛି ଦିନ ପୂର୍ବରୁ ସୋନିପତର ମହିଳା କୃଷକମାନଙ୍କୁ ଦିଲ୍ଲୀ ଆସିବାକୁ ନିମନ୍ତ୍ରଣ କରିଥିଲେ | ଆଉ ଆଜି କିଛି ମହିଳା କୃଷକ ଦିଲ୍ଲୀରେ ପହଞ୍ଚିଥିଲେ ଏବଂ ୧୦ ଜନପଥରେ ସୋନିଆ ଗାନ୍ଧୀଙ୍କ ବାସଭବନକୁ ଯାଇଥିଲେ … Read More