ହ୍ଵାଟ୍ସଆପରେ ଚାକିରି ଅଫର ଦେଇ ଲୁଟି ନେଲେ ଲକ୍ଷ ଲକ୍ଷ ଟଙ୍କା

ଦୁନିଆରେ ୫୫୦ ମିଲିୟନରୁ ଅଧିକ ଲୋକ ହ୍ଵାଟ୍ସଆପ୍ ବ୍ୟବହାର କରନ୍ତି । ଏତେ ସଂଖ୍ୟକ ୟୁଜର୍ ବେସ୍ ହେତୁ ସ୍କାମରମାନେ ଏହି ଆପ୍ ଦ୍ୱାରା ଲୋକଙ୍କୁ ସେମାନଙ୍କର ଶିକାର କରୁଛନ୍ତି । ନିକଟରେ ମୁମ୍ବାଇର ଜଣେ ଫୁଟବଲ କୋଚଙ୍କୁ ହ୍ଵାଟ୍ସଆପରେ … Read More

ଜାଗା ମିଶନ ଜରିଆରେ ବସ୍ତିବାସିନ୍ଦାଙ୍କୁ ପଟ୍ଟା ବଣ୍ଟନ ସହ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟା ବଣ୍ଟନ କରିଛନ୍ତି । ୫ଟି ମହାନଗର ନିଗମ ତଥା ଭୁବନେଶ୍ୱର, … Read More

ନିଯୁକ୍ତି ମେଳାରେ ୫୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ମୋଦି ୧୦ ଲକ୍ଷ କର୍ମଚାରୀଙ୍କ ଭର୍ତ୍ତି ପାଇଁ ଜାରି ରହିଥିବା ରୋଜଗାର ମେଳା ଅଭିଯାନରେ ଆଜି ୫୧ ହଜାର ନିଯୁକ୍ତି ପତ୍ର ବାଣ୍ଟିଛନ୍ତି । ଏହି କାର୍ଯ୍ୟକ୍ରମ ଦେଶର ୪୫ଟି ସ୍ଥାନରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଛି । … Read More

ବୋଲେରୋକୁ ଧକ୍କା ଦେଲା ଟ୍ରେନ

ପାରାଦୀପ:ପାରଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଦୁର୍ଘଟଣା । କୋଇଲା ବୋଝେଇ ଟ୍ରେନ ଧକ୍କା ଦେଲା ବୋଲେରୋକୁ । ପ୍ରାୟ ୩୦ମିଟର ଘୋଷାଡ଼ି ହୋଇଗଲା ବୋଲେରୋ । ଆଜି ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଥିବା ଏମସିଏଚପି କ୍ୟାଣ୍ଟିନ ପାଖରେ ଏହି ଦୁର୍ଘଟଣା ଘଟିଛି … Read More

ସମସ୍ତ ସ୍କୁଲ-କଲେଜ, ବ୍ୟାଙ୍କ, ଅଫିସ ଇଣ୍ଟରନେଟ୍‌ ବନ୍ଦ, ୧୪୪ ଧାରା ଲାଗୁ

ହରିୟାଣା ନୁହରେ ପୁଣିଥରେ ବିଶ୍ୱ ହିନ୍ଦୁ ପରିଷଦ ଏବଂ ବଜରଙ୍ଗ ଦଳ ପକ୍ଷରୁ ବ୍ରିଜମଣ୍ଡଳ ଯାତ୍ରା ଆରମ୍ଭ ହେଉଛି । ହରିୟାଣା ସରକାର ଏବଂ ନୁହ ଜିଲ୍ଲା ପ୍ରଶାସନ ଯାତ୍ରାକୁ ମଞ୍ଜୁରୀ ଦେଇନାହିଁ । ନୁହ ବ୍ୟତୀତ ସୋନିପତ ଜିଲ୍ଲାରେ … Read More

ଆଇଜ୍ବାଲ ଚିଡ଼ିଆଖାନାରୁ ନନ୍ଦନକାନନ ଆସିବେ ନୂଆ ଅତିଥି

ବାରଙ୍ଗ: ନନ୍ଦନକାନନରୁ ଆସିଲା ଆଉ ଏକ ଖୁସି ଖବର । ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି । ହୁଲକ୍ ଗିବନ୍ ଓ ପିଗ ଟେଲ ମକ୍କା ସହ ହିମାଳୟାନ ବିୟର ନନ୍ଦନକାନନ ଆସିବା ନେଇ ସୂଚନା ମିଳିଛି । … Read More

ଉତ୍ତରପ୍ରଦେଶର ଜାଲନ ପାଓ୍ଵର ହାଉସରେ ଭୀଷଣ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶର ଜାଲନ ପାଓ୍ଵର ହାଉସରେ ଭୀଷଣ ଅଗ୍ନିକାଣ୍ଡ । ନିଆଁ ଯୋଗୁଁ ଅନେକ ଟ୍ରାନ୍ସଫରମର ଧୁ ଧୁ ହୋଇ ଜଳିଯାଇଥିଲା । ଘଟଣା ସ୍ଥଳରେ ୧୨ରୁ ଅଧିକ ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ପାଓ୍ଵର ହାଉସରେ … Read More

ଇସ୍ରୋ ବୈଜ୍ଞାନିକଙ୍କୁ ସମ୍ମାନ ଜଣାଇ ଚନ୍ଦ୍ରଯାନ-୩ ରାକ୍ଷୀ ପ୍ରସ୍ତୁତ କଲେ ଜୟପୁରର ହସ୍ତଶିଳ୍ପୀ

ଜୟପୁର: ଆଉ ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା  ।  ଭାଈ ହାତରେ ସ୍ନେହର ଡୋରୀ ବାନ୍ଧିବ ଭଉଣୀ  । ଏଥିପାଇଁ ସହରର ବିଭିନ୍ନ ରାକ୍ଷୀ ମାର୍କେଟରେ ଲୋକଙ୍କର ଅସମ୍ଭାଳ ଭିଡ ପରିଲକ୍ଷିତ ହେଉଛି । ବଜାରରେ ବିଭିନ୍ନ ରକମର ରାକ୍ଷୀ … Read More

ଛିଣ୍ଡି ଗଲା ସ୍ୱାମୀର ହାତ, ସ୍ତ୍ରୀ ମୃତ

ଜଳେଶ୍ୱର: ଶାଶୁଙ୍କ ଶ୍ରାଦ୍ଧ ଉତ୍ସବ ରେ ଯୋଗଦେବାକୁ ଯାଉଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣାର ଶିକାର ହେଲେ ସ୍ବାମୀ -ସ୍ତ୍ରୀ। ଦୁର୍ଘଟଣାରେ ସ୍ବାମୀଙ୍କ ହାତ ଛିଣ୍ତି ବାହାରି ଯାଇଥିବା ବେଳେ ସ୍ତ୍ରୀଙ୍କ ଦୁଇଟି ଗୋଡ କଟି ଯାଇଥିଲା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ … Read More

ଚନ୍ଦ୍ରପୃଷ୍ଠରେ ମାଟିର ତାପମାତ୍ରା ମାପିଲା ଚନ୍ଦ୍ରଯାନ-3

ଚନ୍ଦ୍ରରେ ଅନୁସନ୍ଧାନ ଆରମ୍ଭ କରିଦେଇଛି ଚନ୍ଦ୍ରଯାନ-3। ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ ପରେ ଇସ୍ରୋକୁ ପଠାଉଛି ନୂଆ ନୂଆ ତଥ୍ୟ। ଏହିପରିପ୍ରେକ୍ଷୀରେ ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ChaSTE ପେଲୋଡ୍ ଚନ୍ଦ୍ରପୃଷ୍ଠରୁ ପଠାଇଛି ଆଉ ଏକ ସୂଚନା। ସେଠାରେ ମାଟିର ତାପମାତ୍ରା କେତେ … Read More