ବେରିଆ ଫୁଟବଲ ଷ୍ଟାଡିୟମରେ ଦଳାଚକଟା; ୧୨ ମୃତ, ୮୦ ଆହତ

ନୂଆଦିଲ୍ଲୀ: ମେଡାଗାସ୍କାର ରାଜଧାନୀ ଅଣ୍ଟାନାନାରିଭୋରେ ଅଘଟଣ । ବେରିଆ ଷ୍ଟାଡିୟମରେ ଦଳାଚକଟାରେ ପ୍ରାୟ ୧୨ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେହିପରି ଏଥିରେ ୮୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି … Read More

୫୦ ହଜାର ଲେଖାଏଁ କ୍ଷତି ପୂରଣ ପ୍ରଦାନ

ମୋହନା: ମୋହନା ବନ୍ଧାଗୁଡାରେ ପଥର ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ଦୁଇ ଜଣ ମୃତ ଘଟଣା। ମୃତକ ପରିବାରକୁ ୫୦ ହଜାର ଲେଖାଏଁ କ୍ଷତି ପୂରଣ ପ୍ରଦାନ କଲା ଜ଼ିଲ୍ଲା ପ୍ରଶାସନ । ଏନେଇ ସୂଚନା ଦେଲେ ଗଜପତି … Read More

ଗୋଟିଏ ସଫଳତାର ପ୍ରେରଣା, ଅନ୍ୟଟି ସଫଳତା

ନୂଆଦିଲ୍ଲୀ: ଜହ୍ନରେ ଯେଉଁ ସ୍ଥାନରେ ଚନ୍ଦ୍ରଯାନ ତାର ପ୍ରଥମ ପାଦ ରଖିଥିଲା ତାର ନାମକରଣ କରାଯାଇଛି । ନାମକରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ସ୍ଥାନର ନାମ ଶିବଶକ୍ତି ରଖାଗଲା ବୋଲି ପ୍ରଧାନମନ୍ତ୍ରୀ ନିଜେ ଘୋଷଣା କରିଛନ୍ତି । … Read More

ପୁଣି ନଂ୧ ରେ ନବୀନ, ଲୋକପ୍ରିୟତାର ଶୀର୍ଷରେ ମୁଖ୍ୟମନ୍ତ୍ରୀ

ପୁଣି ଏକ ସର୍ଭେ । ପୁଣି ନବୀନ ନମ୍ବର ୱାନ । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଇଣ୍ଡିଆ ଟୁଡେର ମୁଡ୍ … Read More

ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପରେ ଏବେ ଜଳଖିଆ ବ୍ୟବସ୍ଥା କଲେ ତାମିଲନାଡୁ ସରକାର

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ ଶୁକ୍ରବାର ଦିନ ରାଜ୍ୟରେ ମାଗଣା ଜଳଖିଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସମସ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି। ଏକ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜଳଖିଆ … Read More

ମାଙ୍କଡ ଦଳ ଆକ୍ରମଣ ଭୟରେ ମା’ ଆଖି ଆଗରେ ଚାଲି ଗଲା ଝିଅର ଜୀବନ

ହିନ୍ଦୋଳ: ମାଙ୍କଡ ଦଳ ଆକ୍ରମଣ ଭୟରେ ମା’ ଆଖି ଆଗରେ ଚାଲି ଗଲା ଝିଅର ଜୀବନ । ଏଭଳି ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ କଳିଙ୍ଗା ଗ୍ରାମପଞ୍ଚାୟତ ପାଳଚକଡା ଗ୍ରାମରେ । ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଗଲେ … Read More

ଜାତୀୟ ସ୍ମାର୍ଟ ସିଟି ପୁରସ୍କାର: ପୁଣି ବାଜି ମାରିଲା ଇନ୍ଦୋର

ନୂଆଦିଲ୍ଲୀ: “ଜାତୀୟ ସ୍ମାର୍ଟ ସିଟି ପୁରସ୍କାର” ଶ୍ରେଣୀରେ ଶୁକ୍ରବାର ଇନ୍ଦୋର ଶ୍ରେଷ୍ଠ ବାଜି ମାରିଛି। ଏହାପରେ ସୁରଟ ଏବଂ ଆଗ୍ରା ରହିଛି। କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଶୁକ୍ରବାର ଦିନ ୨୦୨୨ ପାଇଁ ଇଣ୍ଡିଆ ସ୍ମାର୍ଟ ସିଟି … Read More

ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ

ନୂଆଦିଲ୍ଲୀ : ବିଦେଶରୁ ଫେରି ସିଧାସଳଖ ବେଙ୍ଗାଲୁରୁ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ପ୍ରାୟ  ୭ଟା ୧୫ ମିନିଟରେ ବେଙ୍ଗାଲୁରୁ ସ୍ଥିତ ଇସ୍ରୋ ଟେଲିମେଟ୍ରି ଟ୍ରାକିଂ ଆଣ୍ଡ କମାଣ୍ଡ ନେଟୱାର୍କ ପରିଦର୍ଶନ କରିଛନ୍ତି। ବେଙ୍ଗାଳୁରୁ ସ୍ଥିତ ଇସ୍ରୋ ମୁଖ୍ୟାଳୟରେ … Read More

ଗଞ୍ଜାମ ଗସ୍ତ ପରେ ଗତକାଲି ଗଜପତିରେ ପହଞ୍ଚିଛନ୍ତି 5T ସଚିବ

ଗଜପତି : ଗଜପତି ଜିଲ୍ଳାପାଳଙ୍କ ସହ ଫାଇଭ ଟି ସଚିବଙ୍କ ସମୀକ୍ଷା ବୈଠକ । ଜିଲ୍ଲାପାଳଙ୍କ ସଭାଗୃହରେ ବିଭିନ୍ନ ଯୋଜନାର କାର୍ଯ୍ୟକାରୀ ଯୋଜନା ଉପରେ ସମୀକ୍ଷା କରିଛନ୍ତି ଫାଇଭ ଟି ସଚିବ ଭିକେ ପାଣ୍ଡିଆନ୍ । ଗଞ୍ଜାମ ଗସ୍ତ ପରେ ଗତକାଲି … Read More

ଜଳିଗଲା ଟ୍ରେନ୍‌: ୯ ମୃତ, ୨୦ ଗୁରୁତର

ମଦୁରାଇ : ତାମିଲନାଡ଼ୁର ମଦୁରାଇ ଷ୍ଟେସନ ନିକଟରେ ଆଜି ଭୋର ସମୟରେ ଏକ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ଯାତ୍ରୀଙ୍କ ମୃତ୍ୟୁହୋଇଥିବାବେଳେ ୨୦ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ, କିଛି ଯାତ୍ରୀ ଟ୍ରେନ୍‌ରେ ଅବୈଧ ଭାବେ … Read More